ବିଜେଡ଼ିର ନିର୍ବାଚନୀ ଇସ୍ତାହାର ପାଇଁ ଲୋକଙ୍କ ମତ ଲୋଡିଲେ ୫ଟି ଅଧ୍ୟକ୍ଷ

Above Post Content

ଭୁବନେଶ୍ୱର: ବିଜେଡିର ପ୍ରକାଶ ପାଇବ ନିର୍ବାଚନୀ ଇସ୍ତାହାର । ତା’ ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି । ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଗୁରୁତ୍ୱ ଦିଅନ୍ତି । ଏନେଇ ଚଳିତଥର ଲୋକଙ୍କ ମତାମତ ଅନୁସାରେ ବିଜେଡି ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହେବ । ଏଥିପାଇଁ ମତାମତ ଦେବାକୁ ଲୋକଙ୍କୁ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଅପିଲ କରିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami