ମାଲକାନଗିରି ବିମାନବନ୍ଦରରେ ଟ୍ରାଏଲ ରନ୍‌

ମାଲକାନଗିରି: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଶୀଘ୍ର କାର୍ଯ୍ୟମକ୍ଷ ହେବାକୁ ଯାଉଛି ରାଜ୍ୟର ଆଉ ଏକ ବିମାନ ବନ୍ଦର । ଆଜି ମାଲକାନଗିରି ବିମାନ ବନ୍ଦରରେ ହୋଇଛି ଟ୍ରାଏଲ ରନ୍ । ପରୀକ୍ଷା ମୂଳକ ଭାବେ ସଫଳତାର ସହ ଅବତରଣ କରିଛି ଭିଟି ୧୦୦ ବିମାନ । ଆସନ୍ତା ସପ୍ତାହରେ ମାଲକାନଗିରି ବିମାନବନ୍ଦରର ଉଦଘାଟିତ ହେବ । ଅବତରଣ କଲା ଭିଟି ୧୦୦ ବିମାନ ମାଲକାନଗିରି ସହର ଉପକଣ୍ଠ କୋଟେଲଗୁଡା ଠାରେ ବିମାନବନ୍ଦର ନିର୍ମାଣ କରାଯାଇଛି …

ମାଲକାନଗିରି ବିମାନବନ୍ଦରରେ ଟ୍ରାଏଲ ରନ୍‌ Read More »


ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ

ଭୁବନେଶ୍ୱର: ରାଜଧାନୀକୁ ପୁଣି ଫେରିବ ରାହାଗିରି । ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ । ଡିସେମ୍ବର ୧୦ ରବିବାର ଏବଂ ଜାନୁଆରୀ ମାସର ଦୁଇଟି ରବିବାର ଏହି ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ତିନୋଟି ଜୋନରେ ତିନୋଟି ରାହାଗିରି କରାଯିବ । ରାହାଗିରି ପାଇଁ କମିଟି ଗଠନ କରିବ ବିଏମସି । ରାହାଗିରିରେ ୩ଟି ନୂଆଁନୂଆଁ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । କମିଟି ନିଷ୍ପତି କ୍ରମେ କାର୍ଯ୍ୟକ୍ରମ କରାଯିବ । ଏ ନେଇ ସୂଚନା ଦେଇଛନ୍ତି …

ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ Read More »


ଏଥର ୫ ଆହାର କେନ୍ଦ୍ରରେ ରାତ୍ରିଭୋଜନ

ଭୁବନେଶ୍ୱର: ଏମ୍‌ସ୍ ନିକଟରେ ଥିବା ୨ଟି ଆହାର କେନ୍ଦ୍ରରେ ଏଥର ରାତିରେ ଖାଇବାକୁ ମିଳିବ । ରୋଗୀଙ୍କ ସମ୍ପର୍କୀୟମାନେ ସୁଲଭ ମୂଲ୍ୟରେ ସୁଷମ ଖାଦ୍ୟ ପାଇ ପାରିବେ । ପ୍ରତ୍ୟେକ ଦିନ ଏହି ୨ ଆହାର କେନ୍ଦ୍ରରେ ୪୦୦ ଲେଖାଏଁ ମିଲ୍ ପ୍ରସ୍ତୁତ କରାଯିବ । ଏହି ବ୍ୟବସ୍ଥାକୁ ମେୟର ସୁଲୋଚନା ଦାସ ଉଦ୍‌ଘାଟନ କରିଥିଲେ । ଏହି ୨ଟି ଆହାର କେନ୍ଦ୍ର ଦୈନିକ ୭୫୦ଟି ଲେଖାଏଁ ଭୋଜନ ପ୍ରସ୍ତୁତ କରୁଥିଲେ । ଏବେ ବିଏମ୍‌ସି ଅଞ୍ଚଳରେ …

ଏଥର ୫ ଆହାର କେନ୍ଦ୍ରରେ ରାତ୍ରିଭୋଜନ Read More »


ମଦ ପିଇ ଉତ୍ପାତ କଲେ ଉଠାଇ ନେବ ପୋଲିସ

ଭୁବନେଶ୍ୱର : କମିଶନରେଟ ପୋଲିସର ଦୀପାବଳି ପ୍ରସ୍ତୁତି । ଶବ୍ଦ ପ୍ରଦୂଷଣକାରୀ ବାଣ ଫୁଟାଇଲେ ହେବ କାର୍ଯ୍ୟାନୁଷ୍ଠାନ । ରାଜଧାନୀରେ ସାଦା ପୋଷାକରେ ବୁଲୁଛି ପୋଲିସ । ବିଭିନ୍ନ ସ୍ଥାନରେ କଡାକଡି ହେବ ମଦୁଆ ଧରା ଅଭିଯାନ । ଯଦି କେହି ମଦ ପିଇ ଉତ୍ପାତ କଲେ ଉଠାଇ ଆଣିବ ପୋଲିସ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ । ପ୍ରତ୍ୟେକ ଗଳିକନ୍ଦିରେ ପାଟ୍ରୋଲିଂ କରିବ ପୋଲିସ । ରାତିରେ ସହରର ବିଭିନ୍ନ ସ୍ଥାନରେ ଚେକିଂ, …

ମଦ ପିଇ ଉତ୍ପାତ କଲେ ଉଠାଇ ନେବ ପୋଲିସ Read More »


ହଠାତ୍ ବଢିଲା ପିଆଜ ଦର, ଖାଉଟି ଅସନ୍ତୋଷ

ଭୁବନେଶ୍ୱର: ପରିବା ଦର ବୃଦ୍ଧିକୁ ନେଇ ଦେଖିବାକୁ ମିଳିଥିଲା ଖାଉଟି ଅସନ୍ତୋଷ । ତେବେ ଏବେ ଆଉ ଥରେ ବଜାରରେ ପିଆଜ ଦର ବୃଦ୍ଧି ନେଇ ଚିନ୍ତାରେ ପଡିଛନ୍ତି ଖାଉଟି ବା ଗ୍ରାହକ । ଅକାରଣ ନବରାତ୍ରୀ ପରେ ପରେ ବଢିବାରେ ଲାଗିଛି ପିଆଜ ଦର । ଗତ ୧୫ ଦିନ ମଧ୍ୟରେ ମହାରାଷ୍ଟ୍ରର ଲାସଲଗାଓଁ ଏପିଏମସିରେ ପିଆଜ ମୂଲ୍ୟ ୫୦% ରୁ ଅଧିକ ବୃଦ୍ଧି ପାଇଛି, ଯାହା ପିଆଜ ମୂଲ୍ୟର ମାନଦଣ୍ଡ ଭାବରେ ବିବେଚନା କରାଯାଏ …

ହଠାତ୍ ବଢିଲା ପିଆଜ ଦର, ଖାଉଟି ଅସନ୍ତୋଷ Read More »


ଆଜି ପ୍ରଫେସର ଗଣେଶୀଲାଲଙ୍କ ଶେଷଦିନ: ୩୧ ରେ ଶପଥ ନେବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଆଜି ଓଡିଶାରୁ ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ । ରାଜ୍ୟପାଳ ଭାବେ ଆଜି ହେଉଛି ତାଙ୍କର ଶେଷଦିନ । ମେ’ ୨୯ ତାରିଖ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ଭାବେ ଯୋଗଦେଇଥିଲେ ପ୍ରଫେସର ଗଣେଶୀଲାଲ । ତାଙ୍କ ପରେ ଓଡିଶାର ନୂଆ ରାଜ୍ୟପାଳ ଭାବେ ଯୋଗ ଦେବେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ସେ ଆସନ୍ତା ୨୯ ତାରିଖରେ ଓଡିଶା ଆସିବେ । ୩୧ ତାରିଖରେ ହାଇକୋର୍ଟ ମୁଖ୍ୟ ବିଚାରପତି ତାଙ୍କୁ ଶପଥ …

ଆଜି ପ୍ରଫେସର ଗଣେଶୀଲାଲଙ୍କ ଶେଷଦିନ: ୩୧ ରେ ଶପଥ ନେବେ ନୂଆ ରାଜ୍ୟପାଳ Read More »


ମୋବାଇଲରେ ଆସିଛି କି ଏମର୍ଜେନ୍ସି ଆଲର୍ଟ ?

ଭୁବନେଶ୍ୱର: ସକାଳୁ ସକାଳୁ ମୋବାଇଲକୁ ଆସିଛି ଭାରତ ସରକାରଙ୍କ ମେସେଜ । ଏହା ପୁଣି ଏମର୍ଜେନ୍ସି ଆଲର୍ଟ । ହଠାତ ଏଭଳି ମେସେଜ ଉପଭୋକ୍ତାଙ୍କୁ ଚିନ୍ତାରେ ପକାଇଛି । କାହିଁକି ଏମିତି ମେସେଜ ଆସିଛି ବୋଲି ସମସ୍ତଙ୍କ ମନରେ ଅନେକ ପ୍ରଶ୍ନ । ହଠାତ ସାଇରନ ଶବ୍ଦ ପରି ରିଂ ହେଉଛି ମୋବାଇଲ । ସେ ଶବ୍ଦ ପ୍ରକୃତରେ ଭୟ କରିବା ପରି । କିଏ-କାହିଁକି ପଠାଉଛି ଏଭଳି ମେସେଜ, ଜାଣନ୍ତୁ ତେବେ ଭୟ କରିବାର କିଛି …

ମୋବାଇଲରେ ଆସିଛି କି ଏମର୍ଜେନ୍ସି ଆଲର୍ଟ ? Read More »


ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତିରେ ବିଭ୍ରାଟ

ଭୁବନେଶ୍ୱର: ଉପାସରେ ମହାପ୍ରଭୁ ଲିଙ୍ଗରାଜ । ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡାଙ୍କ ଅସନ୍ତୋଷ ଯୋଗୁ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ନା ହୋଇପାରିଛି ମଙ୍ଗଳଆଳତି ନା ମହାଦେବଙ୍କ ନୀତି । ଜମିଜମା ବିବାଦକୁ ନେଇ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ନୀତିକାନ୍ତି ବନ୍ଦ ରଖିଛନ୍ତି । ଫଳରେ ଶ୍ରଦ୍ଧାଳୁମାନେ ମଧ୍ୟ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ଠିକ୍ ଭାବେ କରି ପାରୁ ନାହାନ୍ତି । ବେବନ୍ଦୋବସ୍ତ ଜମି ଲିଙ୍ଗରାଜଙ୍କ ଖାତାକୁ ଫେରସ୍ତ ଦାବି ବେବନ୍ଦୋବସ୍ତ …

ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତିରେ ବିଭ୍ରାଟ Read More »


ଅଭିନୟ ସୁଯୋଗ ନଦେବାକୁ ପ୍ରଡ୍ୟୁସର ଆସୋସିଏସନର ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ଦୁଇ ବର୍ଷ ପର୍ଯ୍ୟନ୍ତ ଅଭିନେତା ମନୋଜ ମିଶ୍ରଙ୍କୁ ବ୍ୟାନ କରାଯାଇଛି । ମନୋଜକୁ କୌଣସି ପ୍ରଯୋଜକ ଅଭିନୟ ପାଇଁ ସୁଯୋଗ ନ ଦେବାକୁ କୁହାଯାଇଛି । ପ୍ରଡ୍ୟୁସର ଆସୋସିଏସନ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଏହି ନିର୍ଦ୍ଦେଶ ଦିଆଯାଇଛି । ମନୋଜ ମିଶଙ୍କୁ ଦୁଇ ବର୍ଷ ବ୍ୟାନ ଦଶହରା ଅବସରରେ ନିକଟରେ ରିଲିଜ୍ ହୋଇଛି ଅଭିନେତା ଅରିନ୍ଦମଙ୍କ ଅଭିନିତ ଫିଲ୍ମ ‘ରାମ୍‌’ । ଏହି ଫିଲ୍ମକୁ ଲୋକେ ଖୁବ ପସନ୍ଦ କରିଛନ୍ତି । ହେଲେ …

ଅଭିନୟ ସୁଯୋଗ ନଦେବାକୁ ପ୍ରଡ୍ୟୁସର ଆସୋସିଏସନର ନିର୍ଦ୍ଦେଶ Read More »


କଟକରେ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ

କଟକ: ଆଜି ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା । କଟକ ସହର ଏବେ ପାରମ୍ପରିକ ବାଦ୍ୟର ଧ୍ୱନିରେ କମ୍ପୁଛି । ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ ହୋଇଛି । ମଙ୍ଗଳବାର ରାତିରୁ ଭସାଣି ପର୍ବ ଆରମ୍ଭ ହୋଇ ଏବେ ଏହା ଜମି ଆସୁଛି । ବିଭିନ୍ନ ମେଢକୁ ଏବେ ଭସାଣି ଯାତ୍ରାରେ ନିଆଯାଉଛି । ଏଥିଲାଗି କଟକ ସହର ଏବେ ଲୋକାରଣ୍ୟ ହୋଇଛି । ଆଜି ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଅନୁଷ୍ଠିତ …

କଟକରେ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ Read More »


ସରିଲା ଦଶହରା, ଆଜି ବିଦାୟ ନେବେ ମାଆ

ଭୁବନେଶ୍ୱର: ସରିଲା ଦଶହରା । ସବୁଆଡ ଲାଗୁଛି ଖାଁ..ଖାଁ..ଶୂନଶାନ । ପୂଜା ମଣ୍ଡପ ଶୂନ୍ୟ ପଡିଛି । ମା’ ଅଛନ୍ତି ହେଲେ ଭିଡ ନାହିଁ । ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣକୁ ଚିତ୍ତାକର୍ଷକ କରିବା ପାଇଁ ସମସ୍ତ ପୂଜା କମିଟି ଯୋଜନା କରିଛନ୍ତି । ନାସିକ ଢୋଲରେ କମ୍ପିବ ରାଜରାସ୍ତା …

ସରିଲା ଦଶହରା, ଆଜି ବିଦାୟ ନେବେ ମାଆ Read More »


କଟକରେ ଭସାଣ ପାଇଁ ଯାନବାହନ ଚଳାଚଳ ଉପରେ କଟକଣା

କଟକ: ଆସନ୍ତାକାଲି ଆୟୋଜିତ ହେବ ମା’ ଦୁର୍ଗାଙ୍କର ଭସାଣ ଉତ୍ସବ । ଏ ନେଇ କିଭଳି ଭାବେ କଟକରେ ସୁରୁଖୁରୁରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ୍ ଜାରି କରାଯାଇଛି । କଲେଜ ଛକ-ବକ୍ସିବଜାର ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ମନା ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ । ଭସାଣ ବେଳେ ମୁଖ୍ୟ ରାସ୍ତାରେ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି । କଲେଜ ଛକଠାରୁ ବକ୍ସିବଜାର …

କଟକରେ ଭସାଣ ପାଇଁ ଯାନବାହନ ଚଳାଚଳ ଉପରେ କଟକଣା Read More »


ଆଜି ହେଉଛି ପବିତ୍ର ବିଜୟାଦଶମୀ; ଶ୍ରୀଜୀଉଙ୍କ ସୁନାବେଶ

ପୁରୀ: ଆଜି ହେଉଛି ପବିତ୍ର ବିଜୟାଦଶମୀ ଅର୍ଥାତ ଦଶହରା ପର୍ବ । ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ହେଉଛି ପବିତ୍ର ବିଜୟାଦଶମୀ । ଆଜିର ଦିନରେ ଶ୍ରୀମନ୍ଦିରରେ ଅବକାଶ ନିତି ପରେ ଶ୍ରୀଜୀଉଙ୍କର ସୁନାବେଶ ଅନୁଷ୍ଠିତ ହେବାର ବିଧି ରହିଛି । ଏହି ପବିତ୍ର ତିଥିରେ ମହାପ୍ରଭୁ ଶ୍ରୀରାମ ରାବଣକୁ ବଦ୍ଧ କରି ଧରାପୃଷ୍ଠରେ ଅସତ୍ୟ ଉପରେ ସତ୍ୟର ବିଜୟ କରିଥିଲେ । ଏଣୁ ଏହି ସ୍ମୃତିରେ ଆଜି ଶ୍ରୀମନ୍ଦିରରେ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ …

ଆଜି ହେଉଛି ପବିତ୍ର ବିଜୟାଦଶମୀ; ଶ୍ରୀଜୀଉଙ୍କ ସୁନାବେଶ Read More »


ଆଜି ଭୁବନେଶ୍ୱରର ୬ଟି ସ୍ଥାନରେ ହେବ ରାବଣ ପୋଡି

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରର ୬ଟି ସ୍ଥାନରେ ହେବ ରାବଣପୋଡ଼ି । ଏହି ରାବଣ ପୋଡି ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ରାଜଧାନୀର ୬ ଟି ସ୍ଥାନକୁ ମିଳିଛି ଅନୁମତି । ଝାରପଡା, ବରମୁଣ୍ଡା, ନହାରକଣ୍ଟା, କୋରଡ଼କଣ୍ଟା, ଛତାବର ଓ ତମାଣ୍ଡୋକୁ ରାବଣ ପୋଡି ପାଇଁ ଅନୁମତି ପ୍ରଦାନ କରାଯାଇଛି । ଜନଗହଳିପୂର୍ଣ୍ଣ ତଥା ଲୋକେ ବସବାସ କରୁଥିବା ଅଞ୍ଚଳକୁ ଏଥର ଅନୁମତି ମିଳିନାହିଁ । ସୁରକ୍ଷା ସମ୍ପର୍କିତ ସମସ୍ତ ନିୟମାବଳୀ ପାଳନ କରୁଥିବା ପୂଜା …

ଆଜି ଭୁବନେଶ୍ୱରର ୬ଟି ସ୍ଥାନରେ ହେବ ରାବଣ ପୋଡି Read More »


‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ହେଲେ ପାଣ୍ଡିଆନ

ଭୁବନେଶ୍ୱର: ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି ଭି କାର୍ତ୍ତିକେୟ ପାଣ୍ଡିଆନ । ଏବେ ତାଙ୍କୁ ମିଳିଛି ନୂଆ ନିଯୁକ୍ତି । ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବେ ଭି କାର୍ତ୍ତିକେୟ ପାଣ୍ଡିଆନ । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଛି । ସେ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ ବୋଲି ଜଣାଯାଇଛି । ସୋମବାର ତାଙ୍କ ଅବସର ଆବେଦନକୁ କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ହେବା ପରେ ରାଜ୍ୟ ସରକାର ତାଙ୍କୁ …

‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ହେଲେ ପାଣ୍ଡିଆନ Read More »


ଶ୍ରଦ୍ଧାଳୁଙ୍କ ସୁନାଚେନ୍ ଲୁଟ୍ ଅଭିଯୋଗରେ ୩୦ ଅଟକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକାଧିକ ପୂଜାମଣ୍ଡପରୁ ଲୁଟ୍ ଘଟଣାରେ କମିସନରେଟ୍ ପୋଲିସ ବିଭିନ୍ନ ପୂଜା ମଣ୍ଡପରୁ ୬ ଜଣ ମହିଳାଙ୍କ ସମେତ ୩୦ରୁ ଅଧିକ ସନ୍ଦିଗ୍ଧ ଲୁଟେରାଙ୍କୁ ଉଠାଇ ନେଇ ଅଟକ ରଖିଛି । ଅଟକ ଥିବା ଅଭିଯୁକ୍ତମାନଙ୍କୁ ପୋଲିସ ପଚରାଉଚରା କରୁଛି । ଖଣ୍ଡଗିରି ଥାନା, ମଞ୍ଚେଶ୍ୱର ଥାନା, ଲକ୍ଷ୍ମୀସାଗର ଥାନା, ନୟାପଲ୍ଲୀ ଥାନା ଓ ସହିଦନଗର ଥାନାରେ ସନ୍ଦିଗ୍ଧ ଲୁଟେରାମାନେ ଅଟକ ରଖାଯାଇଛି । ଖଣ୍ଡଗିରି ଥାନାରେ ମହିଳା ଲୁଟେରା ଗ୍ୟାଙ୍ଗକୁ ଅଟକ ରଖାଯାଇଛି …

ଶ୍ରଦ୍ଧାଳୁଙ୍କ ସୁନାଚେନ୍ ଲୁଟ୍ ଅଭିଯୋଗରେ ୩୦ ଅଟକ Read More »


ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ବିଜୟା ଦଶମୀ

ଭୁବନେଶ୍ୱର: ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ । ମଣ୍ଡପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ଡୀପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ଡପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା’ ଜଗତଜନନୀଙ୍କ ପୂଜା । ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । …

ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ବିଜୟା ଦଶମୀ Read More »


ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ: ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ସକ୍ରିୟ ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ଥିବା ଜଣାପଡିଛି । ବର୍ତ୍ତମାନ ପାରାଦୀପଠାରୁ ଏହା ୪୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆଗାମୀ ୧୮ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବାତ୍ୟା ବାଂଲାଦେଶ ଉପକୂଳ ମୁହାଁ ହେବାର ଆଶଙ୍କା କରାଯାଉଛି । ଓଡ଼ିଶାରେ ବାତ୍ୟାର ପ୍ରଭାବ କ୍ଷୀଣ ବଙ୍ଗୋପସାଗରରେ ଲଘୁଚାପ, ସମ୍ଭାବ୍ୟ ଅବପାତ ଓ …

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ: ଅଶାନ୍ତ ରହିବ ସମୁଦ୍ର Read More »


ଅପରାହ୍ନ ସାଢେ ୩ଟା ପରେ ଗଡ଼ି ନ ପାରେ ମୋ ବସ

ଭୁବନେଶ୍ୱର: ଜମୁଛି ପାର୍ବଣ । ରାଜଧାନୀରେ ଅସମ୍ଭାଳ ଭିଡ । ଭିଡ଼କୁ ଦୃଷ୍ଟିରେ ରଖି ଅପରାହ୍ନ ସାଢେ ତିନିଟା ପରେ ମୋ ବସ ଚାଲିବ କି ନାହିଁ ସେ ନେଇ ବିଚାର କରୁଛି କ୍ରୁଟ । ତେବେ ଅପରାହ୍ନ ୩.୩୦ଯାଏ ନିର୍ଦ୍ଧାରିତ ରୁଟରେ ମୋ ବସ ଚାଲିବ ବୋଲି କ୍ରୁଟ ପକ୍ଷରୁ ସୂଚନା ଦିଆ ଯାଇଛି । କ୍ରୁଟ ପକ୍ଷରୁ ଟୁଇଟ କରି କୁହାଯାଇଛି, ଅପରାହ୍ନରେ ଅସମ୍ଭାଳ ଭିଡ ଜମୁଛି । ଟ୍ରାଫିକ ସମସ୍ୟା ବି ଦେଖା …

ଅପରାହ୍ନ ସାଢେ ୩ଟା ପରେ ଗଡ଼ି ନ ପାରେ ମୋ ବସ Read More »


ପୀଠେ ଦଶହରା, ମଣ୍ଡପରେ ମହାନବମୀ ପୂଜା

ଭୁବନେଶ୍ୱର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଶକ୍ତିପୀଠରେ ଆଜି ଦଶହରା ପୂଜା ଚାଲିଥିବା ବେଳେ ମଣ୍ଡପରେ ମାଆଙ୍କର ମହା ନବମୀ ପୂଜା କରାଯାଉଛି । ମାଆଙ୍କ ଆବାହନରେ କମ୍ପୁଛି ପୂଜା ମଣ୍ଡପ । ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ ବ୍ରାହ୍ମଣଙ୍କ ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ । ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ପୂଜା କରିବା ଲାଗି ମଣ୍ଡପ ଗୁଡିକରେ ମହିଳା ମାନଙ୍କର …

ପୀଠେ ଦଶହରା, ମଣ୍ଡପରେ ମହାନବମୀ ପୂଜା Read More »


ସମସ୍ତଙ୍କ ଜୀବନରେ ଶାନ୍ତି ଓ ଆନନ୍ଦ ଭରିବା ପାଇଁ କଲେ ପ୍ରାର୍ଥନା

ଭୁବନେଶ୍ୱର: ଆରମ୍ଭ ହୋଇଛି ପାର୍ବଣ ଋତୁ । ଭକ୍ତଙ୍କ ମଙ୍ଗଳ ପାଇଁ ଧରାବତରଣ କରିଛନ୍ତି ମାଆ । ତେବେ ଭାରତବର୍ଷରେ ଦଶହରା ଏକ ବଡ ଉତ୍ସବ ହୋଇଥିବା ବେଳେ ପରସ୍ପରକୁ ଦଶହରା ଶୁଭେଚ୍ଛା ଜଣାଉଛନ୍ତି ସମସ୍ତେ । ସେହିଭଳି ଶାରଦୀୟ ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ଙ୍କ ନିକଟରେ ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି । ପାର୍ବଣର ଅମୃତ ଲଗ୍ନରେ ମା’ଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ …

ସମସ୍ତଙ୍କ ଜୀବନରେ ଶାନ୍ତି ଓ ଆନନ୍ଦ ଭରିବା ପାଇଁ କଲେ ପ୍ରାର୍ଥନା Read More »


ଉପରମୁହାଁ ସୁନାଦର : ୨ ସପ୍ତାହରେ ବଢିଲାଣି ୪ ହଜାର ଟଙ୍କା

ଭୁବନେଶ୍ୱର: ପାର୍ବଣରେ ସୁନା କିଣିବାକୁ ମନ କରିଥିବା ଗ୍ରାହକଙ୍କ ପାଇଁ ଏଥର ଅଧିକ ଖର୍ଚ୍ଚ କରିବାକୁ ପଡ଼ିବ । ୨ ସପ୍ତାହ ଭିତରେ ଉଭୟ ସୁନା ଓ ରୁପା ଦର ୪ ହଜାର ଟଙ୍କା ଲେଖାଏଁ ବଢ଼ିଗଲାଣି । ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦାମ ୫୬ ହଜାର ୬୦୦ ଟଙ୍କା ଛୁଇଁଥିବା ବେଳେ ରୁପା କିଲୋ ୭୪ ହଜାରରେ ପହଞ୍ଚିଛି । ବିଶେଷଜ୍ଞ ଆକଳନ କଲେଣି, ଇସ୍ରାଏଲ୍‌-ହମାସ ଯୁଦ୍ଧ ଲମ୍ବା ଚାଲିଲେ ଦର ଆହୁରି ବଢ଼ିବ …

ଉପରମୁହାଁ ସୁନାଦର : ୨ ସପ୍ତାହରେ ବଢିଲାଣି ୪ ହଜାର ଟଙ୍କା Read More »


ଯୁବପିଢିଙ୍କ ମଧ୍ୟରେ କ୍ରେଜ ଦାଣ୍ଡିଆ ନାଇଟ୍ସ

ଭୁବନେଶ୍ୱର: ଦଶହରାରେ ମା’ ଦୁର୍ଗାଙ୍କ ପୂଜା ପାଇଁ ଗାଁଠୁ ସହର ଉତ୍ସବ ମୁଖରିତ । ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିଟି ପୂଜା ମଣ୍ଡପରେ ଆକର୍ଷଣୀୟ ସୁଉଚ୍ଚ ତୋରଣ ଭିତରେ ଶୋଭା ପାଉଛି ମା’ଙ୍କ ମୃଣ୍ମୟୀ ମୂର୍ତ୍ତି । ରାସ୍ତାଘାଟ,ଦୋକାନ ବଜାର ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସୁଛି । ଏସବୁ ଭିତରେ ବର୍ତ୍ତମାନ ଅଧିକାଂଶ ଯୁବପିଢ଼ିଙ୍କ ପାଇଁ ଅନ୍ୟତମ ମୁଖ୍ୟ ଆକର୍ଷଣ ପାଲଟିଛି ଦାଣ୍ଡିଆ ନାଇଟ୍ସ… ଦାଣ୍ଡିଆ ନାଚିବାକୁ ଭିଡ଼ ଦିନକୁ ଦିନ ଦାଣ୍ଡିଆ ନାଇଟ୍‌ର କ୍ରେଜ୍ ବଢିବାକୁ …

ଯୁବପିଢିଙ୍କ ମଧ୍ୟରେ କ୍ରେଜ ଦାଣ୍ଡିଆ ନାଇଟ୍ସ Read More »


ନନ୍ଦନକାନନରେ ହ୍ୱାଟସଆପ୍ ଜରିଆରେ ଟିକେଟ ବୁକ୍ କରିପାରିବେ ପର୍ଯ୍ୟଟକ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଏଣିକି ନନ୍ଦନକାନନ ଗଲେ ଟିକେଟ ପାଇଁ ଆଉ ଧାଡିରେ ଘଣ୍ଟା ଘଣ୍ଟା ଧରି ଛିଡା ହେବାକୁ ପଡିବନି । କାରଣ ଏବେଠାରୁ ଆରମ୍ଭ ହୋଇଯାଇଛି ଡିଜିଟାଲ୍ ବୁକିଂ । ତାହା ପୁଣି ଗୋଟିଏ ମିନିଟ୍‌ରେ । ଏଣିକି ହ୍ୱାଟସ୍ ଆପ୍ ଜରିଆରେ ଟିକେଟ୍ କାଟିପାରିବେ ପର୍ଯ୍ୟଟକ । ଶନିବାର ଏକ କାର୍ଯ୍ୟକ୍ରମରେ ଅନଲାଇନ୍ ଟିକେଟ୍ ବୁକିଂ ସୁବିଧା ଉଦ୍‌ଘାଟନ କରିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ …

ନନ୍ଦନକାନନରେ ହ୍ୱାଟସଆପ୍ ଜରିଆରେ ଟିକେଟ ବୁକ୍ କରିପାରିବେ ପର୍ଯ୍ୟଟକ Read More »


ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର: ଏଥର ଫିକା ପଡ଼ିପାରେ ଦଶହରା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇଛି ଲଘୁଚାପ । ବର୍ତ୍ତମାନ ପାରଦୀପଠାରୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ତେଣୁ ଆସନ୍ତା ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ ମଧ୍ୟ କରାଯାଇଛି । ଏପଟେ ଧରାପୃଷ୍ଠକୁ ଅବତରଣ କରିସାରିଛନ୍ତି ମା’ ଦୁର୍ଗା । ଦୁର୍ଗାପୂଜାକୁ …

ଅବପାତର ରୂପ ନେଲା ଲଘୁଚାପ Read More »


ଚାଲିଛି ପୂଜା : ଶକ୍ତିପୀଠରେ ନବମୀ, ମଣ୍ଡପରେ ଅଷ୍ଟମୀ

ଭୁବନେଶ୍ୱର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମହାମାୟା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ପଲ୍ଲୀଠୁ ସହର । ଶକ୍ତିପୀଠରେ ଆଜି ମହାନବମୀ ପୁଜା ଚାଲିଥିବା ବେଳେ ମଣ୍ଡପରେ ମାଆଙ୍କର ମହାଷ୍ଟମୀ ପୂଜା । ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ମହାଷ୍ଟମୀ ପୂଜା କରିବା ଲାଗି ମଣ୍ଡପଗୁଡିକରେ ପ୍ରବଳ ଭିଡ ଲାଗି ରହିଛି । ଭକ୍ତିମୟ ପରିବେଶ ସାଙ୍ଗକୁ ଚଣ୍ଡିପାଠରେ କମ୍ପୁଛି ପୁରା ପରିବେଶ । ମାଆଙ୍କ ଆରାଧନା ଓ ଆଶୀର୍ବାଦ ନେବା ପାଇଁ ଶ୍ରଦ୍ଧାଳୁଙ୍କ …

ଚାଲିଛି ପୂଜା : ଶକ୍ତିପୀଠରେ ନବମୀ, ମଣ୍ଡପରେ ଅଷ୍ଟମୀ Read More »


ଏସିଆନ ପାରା ଗେମ୍ସ: ଖେଳାଳିଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସିଆନ ପାରା ଗେମ୍ସରେ ଭାଗ ନେଇଥିବା ଓଡ଼ିଶାର ଆଥଲେଟ୍ସଙ୍କ ପାଇଁ ଆର୍ôଥକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭ ଜଣ ଓଡ଼ିଆ ଆଥଲେଟଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଁଏ ସହାୟତା ଘୋଷଣା କରିଛନ୍ତି । ଆସନ୍ତା ୨୨ରୁ ଚୀନର ହାଙ୍ଗଝୌରେ ଆରମ୍ଭ ହେବ ଏସିଆନ ପାରା ଗେମ୍ସ । ଏଥିରେ ସଫଳତା ପାଇଁ ଆଥଲେଟ୍ସ ମାନଙ୍କୁ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏସିଆନ ପାରା ଗେମ୍ସ ପାଇଁ କରିଛନ୍ତି କଠିନ ପରିଶ୍ରମ …

ଏସିଆନ ପାରା ଗେମ୍ସ: ଖେଳାଳିଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ Read More »


ମଣ୍ଡପରେ ମାଆଙ୍କ ସପ୍ତମୀ, ପୀଠରେ ଅଷ୍ଟମୀ ପୂଜା

ଭୁବନେଶ୍ୱର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା କରାଯାଉଛି । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ମଣ୍ଡପ । ଲାଗିଲାଣି ଗହଳି । ଚଣ୍ଡିପାଠର ଗୁଞ୍ଜରଣରେ ପ୍ରକମ୍ପିତ ହେଉଛି ପରିବେଶ । ଭୋରରୁ ନଦୀରୁ ପବିତ୍ର ଜଳ ଅଣାଯାଇ ମଣ୍ଡପରେ ନବପତ୍ରିକା ପ୍ରବେଶ ଓ ମାଆଙ୍କର ମହାସ୍ନାନ ପରେ ଚକ୍ଷୁଦାନ କରାଯାଇଛି । ପରେ ନୀତିକାନ୍ତି ଅନୁଯାୟୀ ସପ୍ତମୀ ପୂଜା କରାଯାଇଛି । ସେପଟେ ଶକ୍ତିପୀଠରେ ଶୋଡ଼ଷ …

ମଣ୍ଡପରେ ମାଆଙ୍କ ସପ୍ତମୀ, ପୀଠରେ ଅଷ୍ଟମୀ ପୂଜା Read More »


ରାଜ୍ୟ ବିଜେପିରେ ଏବେ ସଂଘ ବନାମ୍ ଧର୍ମେନ୍ଦ୍ର ଛକାପଞ୍ଝାକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର: ମୁକୁ ଭାଇ ଯେଉଁଠାରୁ ବି ଲଢ଼ିବେ, ଦଳ ବାହାର କଥା ଛାଡ଼ନ୍ତୁ, ଆଗ ତାଙ୍କ ଗୋଛି କାଟିବ ବିଜେପିର ସାଂଗଠନିକ ରିମୋର୍ଟ କଣ୍ଟ୍ରୋଲ ନିଜ ପାଖରେ ରଖିଥିବା ସ୍ୱୟଂ ସେବକ ସଂଘର ଏକ ପ୍ରଭାବଶାଳୀ ଗୋଷ୍ଠୀ । କେନ୍ଦ୍ର ମନ୍ତ୍ରୀ ତଥା ଏକଦା ରାଜ୍ୟ ବିଜେପିର ପୋଷ୍ଟର ବୟ ଗଣାହେଉଥିବା ଧର୍ମେନ୍ଦ୍ର ପ୍ରଧାନ ଓ ସଂଘ ମଧ୍ୟରେ ଚାଲିଥିବା ଛକାପଞ୍ଝା ଏବେ ଶିଖର ଛୁଇଁଥିବା ଖାସ୍ ପଦ୍ମ ଗାଡ଼ିଆର ଏକ ଭିତିରି ସୂତ୍ର କହୁଛି । …

ରାଜ୍ୟ ବିଜେପିରେ ଏବେ ସଂଘ ବନାମ୍ ଧର୍ମେନ୍ଦ୍ର ଛକାପଞ୍ଝାକୁ ନେଇ ଚର୍ଚ୍ଚା Read More »


ଆଜିଠୁ ଘରୋଇ ବସ୍ ଧର୍ମଘଟ; ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଘରୋଇ ବସ୍ ଧର୍ମଘଟ । ଗୁରୁବାର ସରକାରଙ୍କ ଆଲୋଚନା ପରେ ମଧ୍ୟ କୌଣସି ଲିଖିତ ପ୍ରତିଶ୍ରୁତି ନ ମିଳିବାରୁ ଆଜିଠୁ ଧର୍ମଘଟ ନେଇ ଘୋଷଣା କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଆଜି ଓଡ଼ିଶାର ସବୁଠାରୁ ବଡ଼ ବସ୍ ଷ୍ଟାଣ୍ଡ ‘ନେତାଜୀ ବସ୍ ଟର୍ମିନାଲ୍‌’ରୁ କୌଣସି ଘରୋଇ ବସ୍ ଚଳାଚଳ କରୁନାହିଁ । କଟକ-ଭୁବନେଶ୍ୱରରେ କେବଳ ସରକାରୀ ବସ୍ ଓ ମୋ ବସ୍ ଚଳାଚଳ କରୁଛି । ପାର୍ବଣ ବେଳେ …

ଆଜିଠୁ ଘରୋଇ ବସ୍ ଧର୍ମଘଟ; ଯାତ୍ରୀ ହନ୍ତସନ୍ତ Read More »


୨୩ ପରେ ଉପକୂଳରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର : ପୂଜାରେ ଛେଚିବ ନାହିଁ ବର୍ଷା । ୨୩ ତାରିଖ ପରେ ଉପକୂଳରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଏବେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଶୁକ୍ରବାର କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ହେଲେ ଲଘୁଚାପର ପ୍ରଭାବ କେଉଁଠି ରହିବ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଆକଳନ କରାଯାଇ ନାହିଁ । ସାରା ରାଜ୍ୟରେ …

୨୩ ପରେ ଉପକୂଳରେ ହାଲୁକା ବର୍ଷା ସମ୍ଭାବନା Read More »


ରଘୁବର ଦାସ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଦେଇଛନ୍ତି ଏହି ନିଯୁକ୍ତି । ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଛନ୍ତି । ତାଙ୍କ ସ୍ଥାନ ନେବେ ରଘୁବର । ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ । ତାଙ୍କ କାର୍ଯ୍ୟକାଳ ୨୦୨୩ ମେ ମାସରେ ଶେଷ ହୋଇଥିଲା । ଏହାପରେ ତାଙ୍କ …

ରଘୁବର ଦାସ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ Read More »


ଇଣ୍ଡିଆନ ଆଇଡଲ୍ ମଞ୍ଚରେ ଚମକିଲେ ଓଡ଼ିଆ ଡାକ୍ତର

ଭୁବନେଶ୍ୱର: ଓଡ଼ିଆ ଡ଼ାକ୍ତର ରୋହନ୍ ବିଶ୍ୱାଳଙ୍କ କମାଲ । ଇଣ୍ଡିଆନ୍ ଆଇଡଲ୍ ମଞ୍ଚରେ ଚମକିଲେ ରୋହନ୍ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ କାର୍ଯ୍ୟରତ ରୋହନ୍ ୧୪ତମ ଇଣ୍ଡିଆନ ଆଇଡଲ୍ ଅଡିସନ୍‌ରେ ଗୋଲଡ଼େନ୍ ଟିକଟ ହାତେଇ ଥିଏଟର ରାଉଣ୍ଡକୁ ପ୍ରବେଶ କରିଛନ୍ତି । ଏଥିସହ ଟପ ୨୭ ରେ ରହିଛନ୍ତି । ଜଣେ ଡାକ୍ତରଙ୍କ ଏଭଳି ସଙ୍ଗୀତ ପ୍ରେମ ଦେଖି ବଲିଉଡ୍‌ର ଚର୍ଚ୍ଚିତ କଣ୍ଠଶିଳ୍ପୀ ତଥା ସୋ’ର ବିଚାରକ କୁମାର ସାନୁ ତାଙ୍କୁ ବେଶ୍ ପ୍ରଶଂସା କରିଛନ୍ତି …

ଇଣ୍ଡିଆନ ଆଇଡଲ୍ ମଞ୍ଚରେ ଚମକିଲେ ଓଡ଼ିଆ ଡାକ୍ତର Read More »


ରାସ୍ତା କଡ଼ରେ ଭିକାରୀ ଦେଖିଲେ ଉଠାଇ ନେବ ବିଏମ୍‌ସି ସ୍କ୍ୱାଡ୍‌

ଭୁବନେଶ୍ୱର : ପାର୍ବଣରେ ରାସ୍ତା କଡରେ ବୁଲିବେନି ଭିକାରୀ । କୌଣସି ରାସ୍ତା ବା ଗଳିକନ୍ଦିରେ ଭିକାରୀ ଦେଖିବାକୁ ମିିଳିଲେ ସେମାନଙ୍କୁ ଉଠାଇ ନେବ ବିଏମ୍‌ସି ସ୍କ୍ୱାଡ୍ । ଭୁବନେଶ୍ୱରକୁ ଭିକାରୀ ମୁକ୍ତ କରିବାକୁ ବିଏମସି ଜୋରଦାର ଉଦ୍ୟମ କରାଯାଉଛି । ଭିକାରୀ ମୁକ୍ତ ଭୁବନେଶ୍ୱର ପାଇଁ ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି । ନିର୍ମାଣ ହୋଇଛି ୫ଟି ଥଇଥାନ କେନ୍ଦ୍ର ଭୁବନେଶ୍ୱରକୁ ବଞ୍ଜାରାମାନେ ଆସିବା ଏକପ୍ରକାର ବନ୍ଦ ହୋଇଯାଇଥିଲା । …

ରାସ୍ତା କଡ଼ରେ ଭିକାରୀ ଦେଖିଲେ ଉଠାଇ ନେବ ବିଏମ୍‌ସି ସ୍କ୍ୱାଡ୍‌ Read More »


ଡେଙ୍ଗୁରା ପିଟି ନିଶ୍ଚିତ କଲା : ରାଜଧାନୀରେ ପରିବା ବିକ୍ରି ବନ୍ଦ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ପୁଣି ଭୁବନେଶ୍ୱରରେ ପରିବା ବିକ୍ରି ବନ୍ଦ ରହିବ । ଡ଼େଙ୍ଗୁରା ପିଟି ନିଶ୍ଚିତ କଲା ରାଜଧାନୀ କଞ୍ଚା ପରିବା ମହାସଂଘ । ୟୁନିଟ୍‌-୧ ହାଟ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବ୍ୟବସାୟ ବନ୍ଦ ହେବାକୁ ଚେତାବନୀ ଦିଆଯାଇଥିବାରୁ ଛୋଟ ଛୋଟ ବ୍ୟବସାୟୀଙ୍କ ସମେତ ଗ୍ରାହକ ଚିନ୍ତାରେ ପଡ଼ିଛନ୍ତି । ଏହାକୁ ନେଇ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । ୨୦ରୁ ଊର୍ଦ୍ଧ୍ୱ ହାଟରେ ମିଳିବନି ପରିବା ଆସନ୍ତା ଶୁକ୍ରବାର …

ଡେଙ୍ଗୁରା ପିଟି ନିଶ୍ଚିତ କଲା : ରାଜଧାନୀରେ ପରିବା ବିକ୍ରି ବନ୍ଦ Read More »


ବର୍ଷାରେ ଭିଜିପାରେ ଦଶହରା, ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ବିଜେ କରିବେ ଜଗତଜନନୀ ମା’ ଦୁର୍ଗା । ଏବେ ଚାରିଆଡ଼େ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାସ୍ତାଘାଟଠାରୁ ଆରମ୍ଭ କରି ପୂଜା ମଣ୍ଡପ ସବୁଠି ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସିଲାଣି । ହେଲେ ଏଥର ବର୍ଷାରେ ଭିଜିପାରେ ଦଶହରା ବୋଲି ଅନୁମାନ କରାଯାଇଛି । ଚଳିତ ମାସ ଚତୁର୍ଥ ସପ୍ତାହ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯଦି ଏହି ଲଘୁଚାପ …

ବର୍ଷାରେ ଭିଜିପାରେ ଦଶହରା, ଲଘୁଚାପ ସମ୍ଭାବନା Read More »


ନାଁ ନନେଇ ଜୟ ନାରାୟଣଙ୍କୁ ସିଧା ଟାର୍ଗେଟ୍‌

ଅଞ୍ଚଳ ବାହାରର ନେତାଙ୍କୁ ଆଣି ସମ୍ବଲପୁର ରାଜନୀତି ରେ ଏଣ୍ଟ୍ରି କରିବାକୁ ଯୋଜନା କରିଛି ବିଜେପି । ଏଭଳି କହି ରାଜ୍ୟ ଗେରୁଆ ଦଳକୁ ସିଧା ଟାର୍ଗେଟ୍ କରିଛନ୍ତି ସମ୍ବଲପୁର ଜିଲ୍ଲା ବିଜେଡି ସଭାପତି ରୋହିତ୍ ପୂଜାରୀ । ସୂଚନା ଅନୁଯାୟୀ, ସମ୍ୱଲପୁର ସହରରେ ଅନୁଷ୍ଠିତ ଜନ ସମ୍ପର୍କ ପଦଯାତ୍ରାରେ ସାମିଲ ହୋଇ ରୋହିତ୍ ଜୟ ନାରାୟଣ ମିଶ୍ରଙ୍କ କାର୍ଯ୍ୟ ସମ୍ପର୍କରେ ଲୋକଙ୍କୁ ପ୍ରଶ୍ନ କରିଥିଲେ । ଏହାସହ ଆଗାମୀ ନିର୍ବାଚନରେ ସମ୍ବଲପୁରବାସୀଙ୍କଠାରୁ ବିଜେପିକୁ ଭୋଟ ମିଳିବନାହିଁ …

ନାଁ ନନେଇ ଜୟ ନାରାୟଣଙ୍କୁ ସିଧା ଟାର୍ଗେଟ୍‌ Read More »


ସମର୍ଥକଙ୍କ ଗହଣରେ ପାଳିବେନି ଜନ୍ମଦିନ

ଭୁବନେଶ୍ୱର: ଆଜି ଭାରତୀୟ ରାଜନୀତିର ବଳିଷ୍ଠ ବ୍ୟକ୍ତିତ୍ୱ ତଥା ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୮ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ବର୍ଷ ନିଜ ଜନ୍ମଦିନ ପାଳିବେନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଗତ ମାସରେ ତାଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବା କାରଣରୁ ଚଳିତ ବର୍ଷ ସେ ଜନ୍ମଦିନ ପାଳିବେ ନାହିଁ । ଜନ୍ମଦିନ ଅବସରରେ ନବୀନ ନିବାସକୁ ଶୁଭେଚ୍ଛୁମାନଙ୍କୁ ନ ଆସିବାକୁ …

ସମର୍ଥକଙ୍କ ଗହଣରେ ପାଳିବେନି ଜନ୍ମଦିନ Read More »


ଆଜିଠୁ ଶକ୍ତିପୀଠରେ ନବରାତ୍ର ପୂଜା, ଭିନ୍ନ ଭିନ୍ନ ରୂପରେ ପୂଜା ପାଇବେ ମାଆ

ଭୁବନେଶ୍ୱର: ଆଉ ଦିନ କେଇଟାକୁ ଅପେକ୍ଷା । ଧରାବତରଣ କରିବେ ଜଗତଜନନୀ ମାଆ ଦୁର୍ଗା । ଆଜିଠୁ ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହେଉଛି ନବରାତ୍ର ପୂଜା । ନବ ଦିନାତ୍ମକ ପୂଜାରେ ମା’ ଭିନ୍ନ ଭିନ୍ନ ରୂପରେ ପୂଜା ପାଇବେ । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ସମସ୍ତ ଦେବୀ ପୀଠ । ସ୍ୱତନ୍ତ୍ର ରୀତିନୀତି ସହକାରେ ୯ ଦିନ ଧରି ଚାଲିବ ମାଆଙ୍କର ନବରାତ୍ରି ପୂଜା । ଆଜି ନବରାତ୍ରିର ପ୍ରଥମ ଦିନରେ ମାତା ଶୈଳପୁତ୍ରୀଙ୍କୁ ପୂଜା …

ଆଜିଠୁ ଶକ୍ତିପୀଠରେ ନବରାତ୍ର ପୂଜା, ଭିନ୍ନ ଭିନ୍ନ ରୂପରେ ପୂଜା ପାଇବେ ମାଆ Read More »


ସମ୍ବଲପୁର ସାଂସଦଙ୍କ ଗୁମର ଖୋଲିଲେ ଦେବଗଡ଼ ବିଧାୟକ

ଏବେ ଦାଣ୍ଡରେ ଗଡ଼ି ହାଟରେ ପଡ଼ିଛି ରାଜ୍ୟ ପଦ୍ମ ପାର୍ଟିର ଭିତିରି କନ୍ଦଳ । ଚର୍ଚ୍ଚା ସୃଷ୍ଟି କରିଛି ବିଜେପି ସାଂସଦ ଓ ବିଧାୟକଙ୍କ ମଧ୍ୟରେ କଳି । ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବଙ୍କ ବିରୋଧରେ ସଙ୍ଗିନ୍ ବୟାନବାଜି ରଖିଛନ୍ତି ଦେବଗଡ଼ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ସ୍ୱାମୀ –ସ୍ତ୍ରୀଙ୍କ ମଧ୍ୟରେ କଳି ଯୋଗୁ ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ତାଙ୍କ ନିର୍ବାଚନମଣ୍ଡଳୀରେ ନିଜ ଲୋକପ୍ରିୟତା ହରାଇଥିବା ବିଧାୟକ ସୁବାସ ପାଣିଗ୍ରାହୀ କହିଛନ୍ତି । ଏପରିକି …

ସମ୍ବଲପୁର ସାଂସଦଙ୍କ ଗୁମର ଖୋଲିଲେ ଦେବଗଡ଼ ବିଧାୟକ Read More »


ବସ୍‌ରେ ବସି ମାଲକାନଗିରିରୁ ଏମ୍‌.ଭି ୩ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ପାଇଁ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ ହୋଇଛି । ଆଜି ଆଦିବାସୀ ଅଧ୍ୟୁଷିତ ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି ମାଲକାନଗିରିରୁ ଏମ୍‌.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରିଥିଲେ ମୁଖ୍ୟମନ୍ତ୍ରୀ । ଓଡିଶା ବିକାଶର ଲଞ୍ଚ ପ୍ୟାଡ୍‌ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାଲକାନଗିରି ମୋର …

ବସ୍‌ରେ ବସି ମାଲକାନଗିରିରୁ ଏମ୍‌.ଭି ୩ ଗଲେ ମୁଖ୍ୟମନ୍ତ୍ରୀ Read More »


ପ୍ରାର୍ଥନା ସଭାରେ ଶିକ୍ଷକ ବଖାଣିଲେ ହକିର ସଫଳତା

ଭୁବନେଶ୍ୱର: ରାଜ୍ୟର ସବୁ ସ୍କୁଲରେ ପିଲାଙ୍କୁ ପଢ଼ାଯାଉଛି ହକିର ବିଜୟ ଗାଥା । ପ୍ରାର୍ଥନା ସଭାରେ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଭାରତୀୟ ହକିଦଳର ସଫଳତାର କାହାଣୀ ସମ୍ପର୍କରେ ବଖାଣିଛନ୍ତି । ଛାତ୍ରଛାତ୍ରୀମାନେ ଭାରତୀୟ ହକି ଦଳର ପରାକାଷ୍ଠା ଓ ବିଜୟ କାହାଣୀକୁ ଉତ୍ସାହର ସହ ଶୁଣିଥିଲେ । ଏସିଆନ ଗେମ୍ସରେ ଭାରତୀୟ ହକି ଦଳ ସ୍ୱର୍ଣ୍ଣ ଜିତି ଗୌରବ ଆଣିଛି । ଛାତ୍ରଛାତ୍ରୀଙ୍କୁ ହକିର ବିଜୟ ଗାଥା ସମ୍ପର୍କରେ ପଢାଇବାକୁ ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି …

ପ୍ରାର୍ଥନା ସଭାରେ ଶିକ୍ଷକ ବଖାଣିଲେ ହକିର ସଫଳତା Read More »


ଶ୍ରୀମନ୍ଦିର ପ୍ରବେଶ ବେଳେ ପୋଷାକରେ ଲାଗିବ କଟକଣା, ଜାନୁୟାରୀ ୧ରୁ ଲାଗୁ

ପୁରୀ: ଏଣିକି ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା । ନଚେତ୍ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରେ ପ୍ରବେଶ ପାଇଁ ମିଳିବନି ଅନୁମତି । ଏଭଳି ଚେତାବନୀ ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ପୂର୍ବରୁ ବାରମ୍ବାର ସେବାୟତ ଓ ବୁଦ୍ଧିଜୀବୀମାନଙ୍କ ତରଫରୁ ଭକ୍ତମାନେ ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଯିବାକୁ ପ୍ରଶାସନକୁ ଅନୁରୋଧ କରାଯାଇଥିବା ବେଳେ ଏବେ ଆକ୍ସନ ମୋଡରେ ଶ୍ରୀମନ୍ଦିର ପ୍ରଶାସନ । ଆଜିଠୁ ଏନେଇ ଭକ୍ତଙ୍କୁ ସଚେତନ କରାଯିବ । ଶାଳୀନତା ଭାବେ …

ଶ୍ରୀମନ୍ଦିର ପ୍ରବେଶ ବେଳେ ପୋଷାକରେ ଲାଗିବ କଟକଣା, ଜାନୁୟାରୀ ୧ରୁ ଲାଗୁ Read More »


ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ହେଲା ଶୁଭାରମ୍ଭ, ଏହି ସହରର ଲୋକେ ହେବେ ଉପକୃତ

ଭୁବନେଶ୍ୱର: ଆଉ ଘଣ୍ଟା ଘଣ୍ଟା ଧରି ପାଣି ପାଇଁ ଅପେକ୍ଷା କରିବାକୁ ପଡ଼ିବନି । ମାଇଲ ମାଇଲ ବି ଯିବାକୁ ପଡ଼ିବନି । ନଳ ଖୋଲିଲେ ବାହାରିବ ବିଶୁଦ୍ଧ ପାନୀୟ ଜଳ । ଘରେ ଘରେ ଶୁଦ୍ଧ ପାନୀୟ । ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ଲକ୍ଷ୍ୟରେ ଆରମ୍ଭ ହୋଇଛି ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା । ଆଜି ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି …

ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ହେଲା ଶୁଭାରମ୍ଭ, ଏହି ସହରର ଲୋକେ ହେବେ ଉପକୃତ Read More »


ଜାତୀୟ ରାଜପଥ କଡ଼କୁୂ ସ୍ଥାନାନ୍ତର ହେବ ମାଲଗୋଦାମ ,ବ୍ୟବସାୟୀ ହେବେ ଉପକୃତ

କଟକ: କଟକ ସହରର ପରିଚୟ ମାଲଗୋଦାମ । ଆଉ କିଛି ଦିନ ପରେ କଟକ ସହରରୁ ହଜିଯିବ ମାଲଗୋଦାମ । ଏହା ଫୁଲନଖରାରୁ ମଙ୍ଗୁଳି ଭିତରେ ଜାତୀୟ ରାଜପଥ ପାର୍ଶକୁ ସ୍ଥାନାନ୍ତର ହେବ । ଏ ନେଇ ନିଷ୍ପତ୍ତି ନେଇଛି ବ୍ୟବସାୟୀ ସଂଘ । ଦିନକୁ ଦିନ ଜନସଂଖ୍ୟା ବୃଦ୍ଧି ପାଇବା ସହ ବ୍ୟବସାୟୀଙ୍କ ସଂଖ୍ୟା ବି ବଢୁଛି । ହେଲେ ଏଇ ପୁରୁଣା ମାଲଗୋଦାମ ବ୍ୟବସ୍ଥିତ ହୋଇ ରହିନାହିଁ । ତେଣୁ ଏହାର ସ୍ଥାନାନ୍ତର ପାଇଁ …

ଜାତୀୟ ରାଜପଥ କଡ଼କୁୂ ସ୍ଥାନାନ୍ତର ହେବ ମାଲଗୋଦାମ ,ବ୍ୟବସାୟୀ ହେବେ ଉପକୃତ Read More »


ବାହାନଗା ଟ୍ରେନ ଦୁର୍ଘଟଣାର ଚିହ୍ନଟ ହୋଇ ନ ଥିବା ୨୮ ମୃତଦେହ ସତ୍କାର ହେବ

ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣାକୁ ଇତିମଧ୍ୟରେ ୪ ମାସ ପୂରିଛି । ହେଲେ ଚିହ୍ନଟ ହୋଇ ନ ପାରି ଭୁବନେଶ୍ୱର ଏମ୍‌ସରେ ବାତାନୁକୂଳିତ କଣ୍ଟେନରରେ ରଖାଯାଇଥିବା ୨୮ ମୃତଦେହକୁ ସତ୍କାର କରାଯିବ । ଦୁର୍ଘଟଣା ପରେ ଦୁଇଟି ପର୍ଯ୍ୟାୟରେ ମୋଟ ୧୬୨ଟି ମୃତଦେହ ଭୁବନେଶ୍ୱର ଏମ୍‌ସକୁ ଆସିଥିଲା । ସେଥିମଧ୍ୟରୁ ୧୩୪ଟିକୁ ଚିହ୍ନଟ କରାଯାଇ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା । ହେଲେ ଆଉ ୨୮ ମୃତଦେହ ସେମିତି କଣ୍ଟେନ ଭିତରେ …

ବାହାନଗା ଟ୍ରେନ ଦୁର୍ଘଟଣାର ଚିହ୍ନଟ ହୋଇ ନ ଥିବା ୨୮ ମୃତଦେହ ସତ୍କାର ହେବ Read More »


ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ବାଦାମବାଡ଼ିରେ ନିର୍ମାଣ ହେବ ଅତ୍ୟାଧୁନିକ ଲାଇବ୍ରେରୀ

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ହେବ । ଏଥିପାଇଁ ୩୦ କୋଟି ୫୮ଲକ୍ଷ ୩୧ ହଜାର୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି । ୫ଟି ସଚିବ ଭି କେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତି ରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ …

ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ବାଦାମବାଡ଼ିରେ ନିର୍ମାଣ ହେବ ଅତ୍ୟାଧୁନିକ ଲାଇବ୍ରେରୀ Read More »


ଦୀପ୍ ଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସିଆନ ଗେମ୍ସ ୨୦୨୩ରେ ଓଡ଼ିଶାର ମହିଳା ହକି ଖେଳାଳି ଦୀପ୍‌ଗ୍ରେସ ଏକ୍କାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି । ଏସିଆନ ଗେମ୍ସରେ ଭାରତ ବ୍ରୋଞ୍ଜ ପଦକ ହାସଲ କରିଥିଲା । ଏଥିରେ ଦୀପ୍‌ଗ୍ରେସଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା । ତାଙ୍କର ଉଲ୍ଲେଖନୀୟ ପ୍ରଦର୍ଶନକୁ ସ୍ୱୀକାର କରିବା ସହ ତାଙ୍କୁ ରାଜ୍ୟ ଯୁବପିଢ଼ିଙ୍କ ପାଇଁ ଏକ ଆଦର୍ଶ ବୋଲି କହି ଦୀପ ଗ୍ରେସଙ୍କୁ ମୁଖ୍ୟମନ୍ତ୍ରୀ ହାର୍ଦ୍ଦିକ ଅଭିନନ୍ଦନ …

ଦୀପ୍ ଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ Read More »


ଭୁବନେଶ୍ୱରରେ ଶହୀଦଙ୍କ ପାର୍ଥିବ ଶରୀର, ଦିଆଗଲା ଗାର୍ଡ ଅଫ୍ ଅନର

ଭୁବନେଶ୍ୱର: ଭୁବନେଶ୍ୱରରେ ପହଁଚିଲା ସିକିମ୍ ବନ୍ୟାରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର । ଭୁବନେଶ୍ୱର ବିମାନବନ୍ଦରରେ ଶହୀଦଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ଗାର୍ଡ ଅଫ୍ ଅନର୍ ଦିଆଯାଇଥିଲା । ପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହାପରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି, ବିଜେପି ନେତା ଦିଲୀପ ମଲ୍ଲିକ, ସୁରଥ ବିଶ୍ୱାଳଙ୍କ …

ଭୁବନେଶ୍ୱରରେ ଶହୀଦଙ୍କ ପାର୍ଥିବ ଶରୀର, ଦିଆଗଲା ଗାର୍ଡ ଅଫ୍ ଅନର Read More »


ପ୍ରତି ଖେଳାଳିଙ୍କୁ ୫ ଲକ୍ଷ ଦେବେ ଓଡ଼ିଶା ସରକାର

ଭୁବନେଶ୍ୱର: ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଟିମଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ଘୋଷଣା । ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ପ୍ରତି ଖୋଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖେଳାଳିଙ୍କ ସହ ଦଳର ଅନ୍ୟ ସପୋର୍ଟ ଷ୍ଟାଫଙ୍କ ଲାଗି ମଧ୍ୟ ୫ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ଅର୍ଥ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପଦକ ବିତରଣ ପରେ …

ପ୍ରତି ଖେଳାଳିଙ୍କୁ ୫ ଲକ୍ଷ ଦେବେ ଓଡ଼ିଶା ସରକାର Read More »


କ୍ୟାପିଟାଲ୍ ହସ୍ପିଟାଲରେ ନବଜାତକଙ୍କ ଗୋଡ଼ରେ ଲାଗିବ ଟ୍ୟାଗ, ଷ୍ଟାଫଙ୍କୁ ଦିଆଯିବ ରିଫ୍ରେସର ଟ୍ରେନିଂ

ଭୁବନେଶ୍ୱର: ଏଣିକି ନବଜାତଙ୍କ ଗୋଡ଼ରେ ଲାଗିବ ଟ୍ୟାଗ । ଆଗରୁ ସ୍ଥଳ ବିଶେଷରେ ପିଲାଙ୍କ ଗୋଡ଼ରେ ଟ୍ୟାଗ ଲଗାଯାଉଥିଲା । ତେବେ କ୍ୟାପିଟାଲ ହସ୍ପିଟାଲରେ ପିଲା ଅଦଳବଦଳ ନେଇ ବାରମ୍ବାର ଅଭିଯୋଗ ହେବା ପରେ ଆହୁରି କଡ଼ାକଡ଼ି ଭାବେ ଏହି ବ୍ୟବସ୍ଥା ଲାଗୁ କରାଯିବ । ଷ୍ଟାଫଙ୍କୁ ରିଫ୍ରେସର ଟ୍ରେନିଂ ଦିଆଯିବ । ଏହାସହ ଜନ୍ମ ହେବା ପରେ ପିଲାଙ୍କ ଫୁଟ ପ୍ରିଣ୍ଟ ରଖିବା ବ୍ୟବସ୍ଥା ବି କରାଯିବ । ପିଲା ଜନ୍ମ ହେବା ପରେ ମାଆଙ୍କୁ …

କ୍ୟାପିଟାଲ୍ ହସ୍ପିଟାଲରେ ନବଜାତକଙ୍କ ଗୋଡ଼ରେ ଲାଗିବ ଟ୍ୟାଗ, ଷ୍ଟାଫଙ୍କୁ ଦିଆଯିବ ରିଫ୍ରେସର ଟ୍ରେନିଂ Read More »


ଆଜି ଆସିବ ଶହୀଦ ସରୋଜଙ୍କ ପାର୍ଥିବ ଶରୀର

ଢେଙ୍କାନାଳ : ପୁରା ନିରବୀ ଯାଇଛି ଢେଙ୍କାନାଳ କାମାକ୍ଷାନଗର ଅନ୍ତର୍ଗତ କେନ୍ଦୁଢିପ ଗାଁ । କାହା ମୁହଁରେ ଯେମିତି କିଛି ଭାଷା ହିଁ ନାହିଁ । କାରଣ ଏଇ ଗାଁ ମାଟିର ପୁଅ ବୀର ଯବାନ ସରୋଜ ଦାସଙ୍କୁ ହରାଇ ଏବେ ଗୁମୁରି ଗୁମୁରି କାନ୍ଦୁଛି ଜନ୍ମମାଟି । ଗାଁରେ ଶୋକାକୁଳ ପରିବେଶ ଲାଗି ରହିଛି । ଚାରିଆଡେ କାନ୍ଦ ବୋବାଳି ସହିତ ରଡ଼ିରେ ଫାଟି ପଡୁଛି ପୁରା ପରିବେଶ । ପୁଅକୁ ହରାଇ କାନ୍ଧୁଛନ୍ତି ବାପା …

ଆଜି ଆସିବ ଶହୀଦ ସରୋଜଙ୍କ ପାର୍ଥିବ ଶରୀର Read More »


ଜମିବ ଦୁର୍ଗାପୂଜା: ରାତି ୧୨ଟା ଯାଏଁ ଚାଲିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଉ ମାତ୍ର କିଛି ଦିନ ପରେ ଆସୁଛି ଦୁର୍ଗାପୂଜା । ସବୁଆଡ଼େ ପ୍ରସ୍ତୁତି ଜୋରସୋରରେ ଚାଲିଛି । ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି । ଏଥର ପୂଜାରେ ଜମିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ । ରାଜଧାନୀରେ ରାତି ୧୨ଟା ଯାଏଁ ଚାଲିବ ମେଲୋଡି । ମନ ଭରି ମଜା ଉଠାଇବେ ଦର୍ଶକ । ଏଥିପାଇଁ ଅନୁମତି ଦେଇଛି ପ୍ରଶାସନ । ଏହି ଖବର ପାଇବା ପରେ ସହରବାସୀଙ୍କ ମଧ୍ୟରେ ଆନନ୍ଦ …

ଜମିବ ଦୁର୍ଗାପୂଜା: ରାତି ୧୨ଟା ଯାଏଁ ଚାଲିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ Read More »


ଓଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ମଙ୍ଗଳବାର ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବରିଷ୍ଠ ଓଏଏସ୍ ଅଫିସର ଘାସିରାମ ମୁର୍ମୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଅତିରିକ୍ତ କମିସନର ଭାବେ ନିଯୁକ୍ତି ପାଇଛନ୍ତି । ଏହାସହ ବିଏମ୍‌ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି ।ସେହିପରି ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ଗ୍ରାମ୍ୟ …

ଓଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର Read More »


ସାରା ରାଜ୍ୟକୁ ମାଡ଼ିଲାଣି ସ୍କ୍ରବ୍ ଟାଇଫସ୍‌, ଆକ୍ରାନ୍ତ ହେଲେ କୃଷି ସଚିବ ଅରବିନ୍ଦ ପାଢ଼ୀ

ଭୁବନେଶ୍ୱର : ସ୍କ୍ରବ୍ ଟାଇଫସ୍‌ରେ ଆକ୍ରାନ୍ତ ହେଲେ କୃଷି ସଚିବ ଅରବିନ୍ଦ ପାଢ଼ୀ । କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ରକ୍ତ ନମୁନା ପରୀକ୍ଷାରୁ ଏହା ସ୍ପଷ୍ଟ ହୋଇଛି । କୃଷି ସଚିବ ଅରବିନ୍ଦ ପାଢ଼ୀ ଦୁଇ ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ରକ୍ତ ନମୁନା ପରୀକ୍ଷା କରାଇଥିଲେ । ଏବେ ନମୁନା ପରୀକ୍ଷା ପଜିଟିଭ ଆସିଛି । ବର୍ତ୍ତମାନ ସେ ଘରେ ରହି ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି । ରାଜ୍ୟର …

ସାରା ରାଜ୍ୟକୁ ମାଡ଼ିଲାଣି ସ୍କ୍ରବ୍ ଟାଇଫସ୍‌, ଆକ୍ରାନ୍ତ ହେଲେ କୃଷି ସଚିବ ଅରବିନ୍ଦ ପାଢ଼ୀ Read More »


କେନ୍ଦ୍ରାପଡ଼ାର ରସାବଳିକୁ ମିଳିଲା ଜିଆଇ ଟ୍ୟାଗ ମାନ୍ୟତା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାରୁ ଅଧିକରୁ ଅଧିକ ସାମଗ୍ରୀ, ଦ୍ରବ୍ୟକୁ ଜିଆଇ ଟ୍ୟାଗ ମାନ୍ୟତା ପାଇଁ ଆବେଦନ କରିବାକୁ ପ୍ରୋତ୍ସାହନ କରାଯାଇଥିଲା । ଏନେଇ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନକୁ ଅଧିକରୁ ଅଧିକ ଦ୍ରବ୍ୟ ଜିଆଇ ଟ୍ୟାଗ ମାନ୍ୟତା ପାଇଁ ପରାମର୍ଶ ଦିଆଯାଇଥିଲା । ସେଥିରେ କେନ୍ଦ୍ରାପଡ଼ାର ରସାବଳି, ପୋଟଳି ପିଠା ଆଉ କାଇଁଚ ସାମଗ୍ରୀକୁ ଜିଆଇ ମାନ୍ୟତା ପାଇଁ ଆବେଦନ …

କେନ୍ଦ୍ରାପଡ଼ାର ରସାବଳିକୁ ମିଳିଲା ଜିଆଇ ଟ୍ୟାଗ ମାନ୍ୟତା Read More »


ଧାରଣାରେ ବସିଛନ୍ତି ବ୍ୟବସାୟୀ : ୫ କୋଟିର ବେପାର ଠପ୍‌

ଭୁବନେଶ୍ୱର: ୧ ନମ୍ବର ହାଟ ଚତୁଃପାର୍ଶ୍ୱରୁ ଜବରଦଖଲ ହଟାଇବା ଦାବିରେ ରାଜଧାନୀ ଦୈନିକ ହାଟ ବ୍ୟବସାୟୀ ସଂଘ ୟୁନିଟ୍‌-୧ ହାଟକୁ ବନ୍ଦ ରଖିଛି । ଶତାଧିକ ବ୍ୟବସାୟୀ ଦୋକାନ ବନ୍ଦ କରି ହାଟ ସମ୍ମୁଖରେ ଶୁକ୍ରବାରଠାରୁ ଧାରଣାରେ ବସିଛନ୍ତି । ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଠାରେ ଦୈନିକ ବ୍ୟବସାୟ ହେଉଥିବା ୫ କୋଟି ଟଙ୍କାର କାରବାର ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ବିଏମସି ସହ ଆଲୋଚନାରେ ନିଷ୍କର୍ସ ବାହାରିବା …

ଧାରଣାରେ ବସିଛନ୍ତି ବ୍ୟବସାୟୀ : ୫ କୋଟିର ବେପାର ଠପ୍‌ Read More »


After 2nd paragraph post ads