କେଉଁ ରାଜ୍ୟର ବିଧାୟକଙ୍କ ଦରମା କେତେ ? ସଭା ଆଗରେ ତେଲେଙ୍ଗାନା
ମଙ୍ଗଳବାର ଦିନ ଦିଲ୍ଲୀ କ୍ୟାବିନେଟ୍ ବିଧାୟକଙ୍କ ଦରମା ବଢାଇବା ପାଇଁ ନିଷ୍ପତ୍ତି ନେଇଛି । ଏନେଇ ଦିଲ୍ଲୀ ସରକାରଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ପଠା ଯାଇଛି । ସରକାରଙ୍କ ପକ୍ଷରୁ ଜାରି ଆଧିକାରିକ ବୟାନରେ ଏନେଇ ସୂଚନା ଦିଆଯାଇଛି । କେନ୍ଦ୍ର ସରକାର ଯଦି ଦିଲ୍ଲୀ ସରକାରର ପ୍ରସ୍ତାବ ଉପରେ ମୋହର ମାରନ୍ତି ତେବେ ଦିଲ୍ଲୀର ବିଧାୟକ ଦରମା ବାବଦରେ ୯୦ ହଜାର ଟଙ୍କା ପାଇବେ । ତେବେ ଏମିତିରେ ଆପଣଙ୍କ ମନକୁ ପ୍ରଶ୍ନ ଆସୁଥିବ …
କେଉଁ ରାଜ୍ୟର ବିଧାୟକଙ୍କ ଦରମା କେତେ ? ସଭା ଆଗରେ ତେଲେଙ୍ଗାନା Read More »