୧୦ ହଜାର କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ ବଜାରରେ ମହଜୁଦ ଅଛି : ଆରବିଆଇ

ନୂଆଦିଲ୍ଲୀ: ୨ ହଜାର ଟଙ୍କିଆ ନୋଟର ବଦଳି ଅବଧି ଶେଷ ହୋଇଯାଇଛି । କିନ୍ତୁ ଏବେ ବି ବହୁ ୨ ହଜାର ଟଙ୍କା ନୋଟ ବଜାରରେ ଉପଲବ୍ଧ ରହିଛି । ବର୍ତ୍ତମାନ ବଜାରରେ ୧୦ ହଜାର କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ ମହଜୁଦ ଅଛି । ଖୁବ ଶୀଘ୍ର ଏହି ନୋଟଗୁଡିକ ଫେରି ଆସିବ ବୋଲି ଦୃଢ଼ ଆଶା ରଖିଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି । ୮୭ ପ୍ରତିଶତ ହୋଇଛି …

୧୦ ହଜାର କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ ବଜାରରେ ମହଜୁଦ ଅଛି : ଆରବିଆଇ Read More »