5t chairpersons k. pandian

ନବରଙ୍ଗପୁରରେ ପାଣ୍ଡିଆନଙ୍କ ପ୍ରଚାର ଅଭିଯାନ ଜାରି

ନବରଙ୍ଗପୁର : ନିର୍ବାଚନ ତାରିଖ ପାଖେଇ ଆସୁଛି । ବିଭିନ୍ନ ଦଳର ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାର ଜୋରସୋରରେ ଚଳାଇଛନ୍ତି । ତେବେ ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ଦୁଇ ଦିନ ହେଲା ସେ ଦକ୍ଷିଣ ଓଡ଼ିଶାରେ ପ୍ରଚାର ଅଭିଯାନ ଚଳାଇଛନ୍ତି । ଆଜି ନବରଙ୍ଗପୁର ଜିଲାରେ ପ୍ରଚାର କରି ବିଜେଡ଼ି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଅଞ୍ଚଳର ବିକାଶ ପାଇଁ ବିଜେଡ଼ି ପ୍ରାର୍ଥୀଙ୍କ …

ନବରଙ୍ଗପୁରରେ ପାଣ୍ଡିଆନଙ୍କ ପ୍ରଚାର ଅଭିଯାନ ଜାରି Read More »

ମା’ ତାରା ତାରିଣୀଙ୍କ ପୀଠର ଉନ୍ନୟନ କାର୍ଯ୍ୟ ବୁଲି ଦେଖିଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର: ଆଜି ଚୈତ୍ର ମାସର ତୃତୀୟ ମଙ୍ଗଳବାର । ଏହି ଅବସରରେ ଆଜି ଭୋରରୁ ମା’ ତାରା ତାରିଣୀଙ୍କ ପୀଠରେ ପହଞ୍ଚିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପୀଠରେ ଚାଲିଛି ମାଆଙ୍କ ଚୈତ୍ର ଯାତ୍ରା । ଭୋରରୁ ପୀଠରେ ପହଞ୍ଚି ମାଆଙ୍କ ପୂଜାର୍ଚ୍ଚନା କରିଥିଲେ ଫାଇଭ-ଟି ଅଧ୍ୟକ୍ଷ । ମା’ଙ୍କର ଆଜି ସରସ୍ୱତୀ ବେଶ ଅନୁଷ୍ଠିତ ହୋଇଥିବା ବେଳେ, ବେଶ ଦର୍ଶନ କରିବା ସହ ଆଶିଷ ନେଇଛନ୍ତି …

ମା’ ତାରା ତାରିଣୀଙ୍କ ପୀଠର ଉନ୍ନୟନ କାର୍ଯ୍ୟ ବୁଲି ଦେଖିଲେ ୫ଟି ଅଧ୍ୟକ୍ଷ Read More »

ତିନି ଚତୁର୍ଥାଂଶ ଆସନରେ ଜିତିବ ବିଜେଡ଼ି

ଭୁବନେଶ୍ୱର: ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ବ୍ୟବଧାନରେ ବାଜିମାତ କରିବ ବୋଲି ଆକଳନ କରିଛନ୍ତି ବିଜେଡି ନେତା ତଥା ନବୀନ ଓଡିଶା ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଭୁବନେଶ୍ୱରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗ ଦେଇ ଶ୍ରୀ ପାଣ୍ଡିଆନ ଏହା କହିଛନ୍ତି । ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ବ୍ୟବଧାନରେ ବିଜୟୀ ହୋଇ ପୁଣି ଥରେ ସରକାରକୁ ଆସୁଛନ୍ତି । …

ତିନି ଚତୁର୍ଥାଂଶ ଆସନରେ ଜିତିବ ବିଜେଡ଼ି Read More »

୩ ଜିଲ୍ଲାରେ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିବେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର: ଯୁବ ଶକ୍ତିକୁ ମିଳିବ ସାମର୍ଥ୍ୟ । ଛାତ୍ରଛାତ୍ରୀଙ୍କ ଲାଗି ଆଉ ପାଠ ପଢାରେ ରହିବନି ଅର୍ଥର ଅଭାବ । ବାପାମାଆଙ୍କ ଉପରେ ଯାହା ବୋଝ ପଡୁଥିଲା ସେଇଟାକୁ କିଛିମାତ୍ରାରେ କମ କରିବା ଲାଗି ମୁଖ୍ୟମନ୍ତ୍ରୀ ନୂଆ ଓ ଛାତ୍ରବୃତ୍ତି ପ୍ରଦାନ କରୁଛନ୍ତି । ଯୁକ୍ତ ୩ ଏବଂ ପିଜି ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଉଛି ଏହି ନୂଆ-ଓ ସ୍କଲାରସିପ । ଏହି ସ୍କିମରେ ରାଜ୍ୟର ପ୍ରାୟ ୬ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ଧର୍ମଗଡ଼, ଟିଟିଲାଗଡ଼ …

୩ ଜିଲ୍ଲାରେ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିବେ ୫ଟି ଅଧ୍ୟକ୍ଷ Read More »

RSS
Follow by Email
Scroll to Top
Close Bitnami banner
Bitnami