5T Secretary Shri VK Pandian

ବିଜେଡି ପ୍ରାର୍ଥୀଙ୍କୁ ବଡ଼ ମାର୍ଜିନରେ ଜିତାଇବାକୁ ପାଣ୍ଡିଆନଙ୍କ ଅପିଲ

ଭୋଗରାଇ: ଭୋଗରାଇରେ ଜୋରଦାର ପ୍ରଚାର କରିଛନ୍ତି କାର୍ତ୍ତିକ ପାଣ୍ଡିଆନ୍ । ଭୋଗରାଇ ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ଜାରି ରହିଛି । ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟରେ ବିଜେଡି ବହୁମତ ପାଇ ସାରିଛି ବୋଲି କହିଛନ୍ତି ପାଣ୍ଡିଆନ୍ । ବିଜେପି ନିଜ ଇସ୍ତାହାରରେ ଯୁବକଙ୍କ ପାଇଁ କିଛି ସ୍ଥାନ ଦେଇନାହିଁ । ବିଜେପି କେବଳ ମିଛ, ଅପପ୍ରଚାର ଓ କୁମ୍ଭୀର କାନ୍ଦଣାରେ ବିଶ୍ୱାସ କରେ । ସେମାନଙ୍କଠୁ ସତର୍କ ରହିବାକୁ ଭୋଗରାଇବାସୀଙ୍କୁ ସଚେତନ …

ବିଜେଡି ପ୍ରାର୍ଥୀଙ୍କୁ ବଡ଼ ମାର୍ଜିନରେ ଜିତାଇବାକୁ ପାଣ୍ଡିଆନଙ୍କ ଅପିଲ Read More »

 ରାଉରକେଲା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପାଣ୍ଡିଆନ

ରାଉରକେଲା: ରାଉରକେଲାର ସେକ୍ଟର ୩ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସେବାୟତ ଓ ଲୋକଙ୍କ ସହ ସୁବିଧା ଅସୁବିଧା ନେଇ ଆଲୋଚନା କରିଥିଲେ ପାଣ୍ଡିଆନ୍ । ରାଉରକେଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ । ଗସ୍ତ ସମୟରେ ରଘୁନାଥପାଲି ବିଜେଡି ପ୍ରାର୍ଥୀ ଅର୍ଚ୍ଚନା ରେଖା ବେହେରା, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ବହୁ ବିଜେଡି …

 ରାଉରକେଲା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପାଣ୍ଡିଆନ Read More »

 କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ ବାଣରେ ଘାଇଲା କଲେ ପାଣ୍ଡିଆନ

ଗୋପାଳପୁର : କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ସାଂସଦ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାର ଚିଠା ଖୋଲିଦେଇଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ବୁଧବାର ଭୋରୁ ଗୋପାଳପୁରରେ ବିଭିନ୍ନ ଗଣମାଧ୍ୟମର ସାମ୍ବାଦିକମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ସମୟରେ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶ୍ନ ବାଣରେ ଘାଇଲା କରିବା ସହ ତାଙ୍କ ଅପାରଗତାର ଗୋଟି ଗୋଟି ହିସାବ ଦେଇଛନ୍ତି । ନିଜ ଅଞ୍ଚଳ ପାଇଁ କ’ଣ କରିଛନ୍ତି ଧର୍ମେନ୍ଦ୍ର, ପ୍ରଶ୍ନ କଲେ ପାଣ୍ଡିଆନ …

 କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ ବାଣରେ ଘାଇଲା କଲେ ପାଣ୍ଡିଆନ Read More »

 ବିରୋଧୀଙ୍କୁ ଭୋଟରେ ଜବାବ ଦେବାକୁ ଆହ୍ୱାନ

ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି । ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି । ସେମାନଙ୍କ ବିକାଶକୁ ବିରୋଧ କରୁଛନ୍ତି । ବିରୋଧୀଙ୍କୁ ଭୋଟରେ ଜବାବ ଦେବାକୁ ଭଞ୍ଜଜନଗରରେ ବିଜେଡି ପ୍ରଚାର ସମାବେଶରେ ଯୋଗଦେଇ ଭୋଟରଙ୍କୁ ଅପିଲ କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ବିକାଶ ବିରୋଧୀ କାମ କରୁଛନ୍ତି ବିରୋଧୀ …

 ବିରୋଧୀଙ୍କୁ ଭୋଟରେ ଜବାବ ଦେବାକୁ ଆହ୍ୱାନ Read More »

 ନବୀନ ଇଂଜିନ ସ୍ୱଛତାର ଇଂଜିନ : ପାଣ୍ଡିଆନ

ଛତ୍ରପୁର: ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର । ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦବୋଧନ । କହିଲେ, ଡବଲ ଇଞ୍ଜିନ ବୋଲି କିଛି ଲୋକ ପାଟି କରୁଛନ୍ତି । ଡବଲ ଇଂଜିନ ସରକାରରେ ସର୍ବନିମ୍ନ ମଜୁରୀ ୩୨୦, ୩୬୦ ଓ ୩୮୦ । ଆମ ରାଜ୍ୟରେ ଯାହା ୪୫୦ । ଡବଲ ଇଂଜିନ ସରକାର ଭତ୍ତା ଦେଉଛନ୍ତି ମାତ୍ର ୩୦୦ ଟଙ୍କା । ଆୟୁଷ୍ମାନ ଯୋଜନାର ବଜେଟ ଦେଶ ପାଇଁ ୬ ହଜାର କୋଟି ଟଙ୍କା …

 ନବୀନ ଇଂଜିନ ସ୍ୱଛତାର ଇଂଜିନ : ପାଣ୍ଡିଆନ Read More »

 ଦିଗପହଣ୍ଡିରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ବ୍ରହ୍ମପୁର: ଗଞ୍ଜାମ ଜିଲା ଦିଗପହଣ୍ଡିରେ ବିଜେଡ଼ିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର । ସେ ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଓ ଦିଗପହଣ୍ଡି ବିଧାୟକ ପ୍ରାର୍ଥୀ ବିପ୍ଲବ ପାତ୍ରଙ୍କ ପାଇଁ ଭୋଟ ମାଗିଛନ୍ତି । ଏହି ଅବସରରେ ଆୟୋଜିତ ନିର୍ବାଚନୀ ସଭାରେ ପାଣ୍ଡିଆନ କହିଛନ୍ତି ଯେ, ମମତା ଯୋଜନା ଠାରୁ ଆରମ୍ଭ କରି ମଧୁବାବୁ ଭତ୍ତା, କାଳିଆ, ନୂଆ-ଓ, ରାସ୍ତାଘାଟ ଉନ୍ନତି ସବୁ ବିକାଶମୂଳକ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି । …

 ଦିଗପହଣ୍ଡିରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର Read More »

ମାଲକାନଗିରିରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭୁବନେଶ୍ୱର: ମାଲକାନଗିରିରେ ବିଜୁ ଜନତା ଦଳ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର । ଆଜି ମାଲକାନଗିରିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ସେ ଜୋରଦାର ପ୍ରଚାର କରି ଭୋଟ ମାଗିଛନ୍ତି । ଲୋକସଭା ପ୍ରାର୍ଥୀ ପ୍ରଦୀପ ମାଝୀଙ୍କ ସହିତ ମାଲକାନଗିରି ବିଧାନସଭା ପ୍ରାର୍ଥୀ ମାନସ ମାଡକାମି ଓ ଚିତ୍ରକୋଣ୍ଡା ପ୍ରାର୍ଥୀ ଲକ୍ଷ୍ମୀପ୍ରିୟା ନାୟକଙ୍କ ପାଇଁ ଡବଲ ଶଙ୍ଖରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ଲୋକଙ୍କ ସମସ୍ୟା ସମାଧାନ କରିବ ନବୀନ ଇଞ୍ଜିନ ଆୟୋଜିତ ବିଶାଳ ସମାବେଶରେ …

ମାଲକାନଗିରିରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର Read More »

ନିର୍ବଚନୀ ପ୍ରଚାରର ତାତି ଭିତରେ ପଖାଳର ମଜା

ଭୁବନେଶ୍ୱର: ପ୍ରଚଣ୍ଡ ଖରା ସହ ଘମାଘୋଟ ନିର୍ବାଚନ ପ୍ରଚାର ର ଉଷ୍ଣତା ମଧ୍ୟରେ ପଖାଳ ର ମଜ୍ଜା ନେଇଛନ୍ତି ୫ଟି ଅଧକ୍ଷ କାର୍ତ୍ତିକ ପାଣ୍ଡିଆନ । ସାଥିରେ ଥିଲେ ‘ଇଣ୍ଡିଆ ଟୁଡେ’ର ବରିଷ୍ଠ ସାମ୍ବାଦିକ ରାହୁଲ କନୱାଲ । ମଧ୍ୟାହ୍ନ ଭୋଜନ ମେନୁ ଥିଲା ଖରା ଦିନର ଖାଣ୍ଟି ଓଡ଼ିଆ ଖାଦ୍ୟ ପଖାଳ । କଂସା ପାତ୍ରରେ ପଖାଳ ସାଙ୍ଗକୁ ଶାଗ, ବଡି ଚୁରା, ଭେଣ୍ଡି ଭଜା, ଆଳୁ ଭରତା ଆଉ ଦହିର ମଜ୍ଜା ନେଇଥିଲେ ଦୁଇ …

ନିର୍ବଚନୀ ପ୍ରଚାରର ତାତି ଭିତରେ ପଖାଳର ମଜା Read More »

 ନାଁ ନ ନେଇ ଧର୍ମେନ୍ଦ୍ରଙ୍କ ମୁଖା ଖୋଲିଲେ ପାଣ୍ଡିଆନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ନନେଇ ଟାର୍ଗେଟ କରିଛନ୍ତି ବିଜେଡି ନେତା ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ବୁର୍ଲାରେ ଅନୁଷ୍ଠିତ ବିଜୁ ଶ୍ରମିକ ସାମ୍ମୁଖ୍ୟ କନ୍‌ଭେନସନରେ ଆଭାସୀ ମାଧ୍ୟମରେ ଯୋଗ ଦେଇ ବିଏସ୍‌କେୱାଇ ପରି ଜନକଲ୍ୟାଣକାରୀ କାର୍ଯ୍ୟକ୍ରମକୁ ବନ୍ଦ କରିବାକୁ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର କରୁଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ଅଭିଯୋଗ କରିଛନ୍ତି । ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ, ରାଜ୍ୟର ସାଧାରଣ ଲୋକଙ୍କ ପ୍ରସ୍ତାବ ଆଧାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ …

 ନାଁ ନ ନେଇ ଧର୍ମେନ୍ଦ୍ରଙ୍କ ମୁଖା ଖୋଲିଲେ ପାଣ୍ଡିଆନ Read More »

୨୪ରେ ନିର୍ବାଚନ ଲଢ଼ିବେନି ପାଣ୍ଡିଆନ୍‌

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ନେତା ଓ କର୍ମୀଙ୍କୁ ୫ଟି ଅଧ୍ୟକ୍ଷଙ୍କ ସମ୍ବୋଧନ । ମୁଁ ନିର୍ବାଚନ ଲଢିବି ନାହିଁ , ଜନସେବା ମୋର ଲକ୍ଷ୍ୟ ବୋଲି ସେ କହିଛନ୍ତି । ବିଜୁ ବାବୁ ଓ ନବୀବ ବାବୁଙ୍କ ପ୍ରତି ଥିବା ଭଲ ପାଇବା ମୁଁ ଦେଖିଛି । ସେମାନଙ୍କ ଆଦର୍ଶ ଓ ନେତୃତ୍ୱ ମୋତେ …

୨୪ରେ ନିର୍ବାଚନ ଲଢ଼ିବେନି ପାଣ୍ଡିଆନ୍‌ Read More »

RSS
Follow by Email
Scroll to Top
Close Bitnami banner
Bitnami