ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୧% ମତଦାନ

ଭୁବନେଶ୍ୱର: ଶନିବାର ଶେଷ ହୋଇଛି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହି ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ର- ଭୁବନେଶ୍ୱର, ପୁରୀ, ସମ୍ବଲପୁର, ଢେଙ୍କାନାଳ, କଟକ ଓ କେନ୍ଦୁଝର ତଥା ଏସବୁ ଅନ୍ତର୍ଗତ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ ଗ୍ରହଣ କରାଯାଇଥିବା ବେଳେ ୪୨ ବିଧାନସଭା ଆସନରେ ବି ଭୋଟ ଗ୍ରହଣ ହୋଇଥିଲା । ଏହି ତୃତୀୟ ପର୍ଯ୍ୟାୟରେ ପ୍ରାୟ ୭୧ ପ୍ରତିଶତ ଭୋଟିଂ ହୋଇଛି । ସମ୍ବଲପୁରରେ ସବୁଠୁ ଅଧିକ, ଭୁବନେଶ୍ୱରରେ କମ୍‌ ସର୍ବାଧିକ …

ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୧% ମତଦାନ Read More »