ନନ୍ଦନକାନନରୁ ସମ୍ବଲପୁରକୁ ଗଲେ ୮ କୃଷ୍ଣସାର

ଭୁବନେଶ୍ୱର: ନନ୍ଦନକାନନ ଚିଡ଼ିଆଖାନାରୁ ସମ୍ବଲପୁର ଚିଡ଼ିଆଖାନାକୁ ଗଲେ ୮ କୃଷ୍ଣସାର ମୃଗ । ଏଥିରେ ୪ଟି ମାଈ ଓ ୪ଟି ଅଣ୍ଡିରା କୃ୍‌ଷ୍ଣସାର ମୃଗ ରହିଛନ୍ତି । ଏହି ବିରଳ ପ୍ରଜାତିର କୃଷ୍ଣସାର ଭାରତରେ ବହୁତ କମ୍ ଦେଖାଯାଆନ୍ତି । ଓଡ଼ିଶାରେ କେବଳ ଗଂଜାମ ଜିଲ୍ଲାର କେତେକ ଜଂଗଲରେ ଦେଖିବାକୁ ମିଳନ୍ତି । ଏହି କୃଷ୍ଣସାର ପ୍ରତି ବଦଳରେ ସମ୍ବଲପୁର ଚିଡ଼ିଆଖାନାରୁ ନନ୍ଦନକାନ ଚିଡ଼ିଆଖାନାକୁ ୭ଟି ଚୌଶିଙ୍ଘା ଆସିବ ବୋଲି ହୀରାକୁଦ ବନ୍ୟପ୍ରାଣୀ ଡିଏଫ୍‌ଓ ଅଂଶୁପ୍ରଜ୍ଞା ଦାସ …

ନନ୍ଦନକାନନରୁ ସମ୍ବଲପୁରକୁ ଗଲେ ୮ କୃଷ୍ଣସାର Read More »