ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଆଫଗାନିସ୍ତାନ

ଚଳିତ ଟି-୨୦ ବିଶ୍ୱକପ୍‌ରେ ପୁଣିଥରେ ଏକ ବଡ ବିପର୍ଯ୍ୟୟ ଦେଖିବାକୁ ମିଳିଛି । ବିଶ୍ୱ କ୍ରିକେଟର ଅନ୍ୟତମ ଶକ୍ତିଶାଳୀ ଦଳ ନ୍ୟୁଜିଲାଣ୍ଡକୁ ହରାଇଲା ଆଫଗାନିସ୍ତାନ । ବ୍ଲାକ୍‌ କ୍ୟାପ୍‌ସକୁ ୮୪ ରନରେ ହରାଇ ଇତିହାସ ରଚିଛି ଆଫଗାନିସ୍ତାନ । ମାତ୍ର ୭୫ ରନ୍‌ରେ ଅଲଆଉଟ୍‌ ହୋଇ ଶୋଚନୀୟ ପରାଜୟ ବରଣ କରିଛି ନ୍ୟୁଜିଲାଣ୍ଡ। ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍ ହରାଇ ୧୫୯ ରନ୍‌ ସ୍କୋର କରିଥିଲା। ଯାହାଫଳରେ ନ୍ୟୁଜିଲାଣ୍ଡ ଆଗରେ …

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଆଫଗାନିସ୍ତାନ Read More »