ସାରା ରାଜ୍ୟକୁ ମାଡ଼ିଲାଣି ସ୍କ୍ରବ୍ ଟାଇଫସ୍, ଆକ୍ରାନ୍ତ ହେଲେ କୃଷି ସଚିବ ଅରବିନ୍ଦ ପାଢ଼ୀ
ଭୁବନେଶ୍ୱର : ସ୍କ୍ରବ୍ ଟାଇଫସ୍ରେ ଆକ୍ରାନ୍ତ ହେଲେ କୃଷି ସଚିବ ଅରବିନ୍ଦ ପାଢ଼ୀ । କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ରକ୍ତ ନମୁନା ପରୀକ୍ଷାରୁ ଏହା ସ୍ପଷ୍ଟ ହୋଇଛି । କୃଷି ସଚିବ ଅରବିନ୍ଦ ପାଢ଼ୀ ଦୁଇ ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ରକ୍ତ ନମୁନା ପରୀକ୍ଷା କରାଇଥିଲେ । ଏବେ ନମୁନା ପରୀକ୍ଷା ପଜିଟିଭ ଆସିଛି । ବର୍ତ୍ତମାନ ସେ ଘରେ ରହି ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି । ରାଜ୍ୟର …
ସାରା ରାଜ୍ୟକୁ ମାଡ଼ିଲାଣି ସ୍କ୍ରବ୍ ଟାଇଫସ୍, ଆକ୍ରାନ୍ତ ହେଲେ କୃଷି ସଚିବ ଅରବିନ୍ଦ ପାଢ଼ୀ Read More »