ଅକ୍ଷୟ ତୃତୀୟାରେ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ପୁରୀ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ନୀତି ଅନୁଷ୍ଠିତ ହୋଇଛି । ଏଥି ସହ ଆଜିଠାରୁ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଶ୍ରୀକ୍ଷେତ୍ର ପୁରୀରେ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି । ବଡି ଭୋର ୩ଟା୪୫ରେ ଶ୍ରୀମନ୍ଦିର ଦ୍ୱାର ଖୋଲା ଯାଇଥିବା ବେଳେ ଶ୍ରୀଜିଉମାନଙ୍କ ନୀତି ଆରମ୍ଭ ହୋଇଥିଲା । ଅପରାହ୍ନରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ରଥଖଳାକୁ …

 ଅକ୍ଷୟ ତୃତୀୟାରେ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ Read More »