ସୁପ୍ରିମକୋର୍ଟଙ୍କ ରାୟ : ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତାକୁ ନା

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍‌କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି । ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି । କୋର୍ଟ ଆଇନ୍ ତିଆରି କରିପାରିବନି, କେବଳ ଆଇନ୍‌କୁ ବ୍ୟାଖ୍ୟା କରିପାରିବେ । ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର । ତେଣୁ ଏ ସଂକ୍ରାନ୍ତୀୟ ଆଇନ ପ୍ରଣୟନ ସଂସଦର ଅଧିକାର କ୍ଷେତ୍ର ବୋଲି ପ୍ରଧାନବିଚାରପତି ଜଷ୍ଟିସ୍ ଡି …

ସୁପ୍ରିମକୋର୍ଟଙ୍କ ରାୟ : ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତାକୁ ନା Read More »