୩୬ କୋଟି ଟଙ୍କାର ମାଲିକ ଅମିତ୍ ଶାହା

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗୁଜରାଟର ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ôଥପତ୍ର ଦାଖଲ କରିଛନ୍ତି । ଏହି ସମୟରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ଉପସ୍ଥିତ ଥିଲେ । ପ୍ରାର୍ôଥପତ୍ର ଦାଖଲ କରିବା ପରେ ଅମିତ ଶାହା କହିଥିଲେ ଯେ, ‘ମୁଁ ଗାନ୍ଧିନଗର ଆସନରୁ ନାମାଙ୍କନପତ୍ର ଦାଖଲ କରିଛି ଏବଂ ଗାନ୍ଧିନଗରକୁ ପ୍ରତିନିଧିତ୍ୱ କରିବା ମୋ ପାଇଁ ଗର୍ବର ବିଷୟ …

୩୬ କୋଟି ଟଙ୍କାର ମାଲିକ ଅମିତ୍ ଶାହା Read More »