ହାଇକୋର୍ଟରୁ ଝଟ୍କା ମିଳିବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍ରିୱାଲ୍
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହେବା ପରେ ସେ ଦିଲ୍ଲୀ ହାଇକୋର୍ଟରେ ଗିରଫଦାରୀ ବିରୋଧରେ ଆବେଦନ କରିଥିଲେ । ଚ୍ୟାଲେଞ୍ଜର ଗୋଟିଏ ଦିନ ପରେ ଦିଲ୍ଲୀ ହାଇକୋର୍ଟ ଏହାକୁ ଖାରଜ କରି କେଜ୍ରିୱାଲଙ୍କୁ ଏକ ବଡ଼ ଧରଣର ଝଟ୍କା ଦେଇଛନ୍ତି । ହାଇକୋର୍ଟରୁ ଝଟ୍କା ପାଇବା ପରେ କେଜ୍ରିୱାଲ୍ ଏବେ ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । କେଜ୍ରିୱାଲଙ୍କ …
ହାଇକୋର୍ଟରୁ ଝଟ୍କା ମିଳିବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍ରିୱାଲ୍ Read More »