ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ନାହିଁ ୪ ଶଙ୍କରାଚାର୍ଯ୍ୟ

ନୂଆଦିଲ୍ଲୀ: ଆଉ ମାତ୍ର ୧୦ ଦିନ ବାକି ରହିଲା ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ । ଅନେକ ହିନ୍ଦୁ ସନ୍ଥ ଉକ୍ତ କାର୍ଯ୍ୟକ୍ରମକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ୪ ଶଙ୍କରାଚାର୍ଯ୍ୟ । ହିନ୍ଦୁଧର୍ମର ୪ ଧାମ ପୁରୀ ଗୋବର୍ଦ୍ଧନ ପୀଠ, ଜ୍ୟୋତିର୍ମଠ, ଦ୍ୱାରକା ଏବଂ ଶ୍ରୀଙ୍ଗେରୀର ଶଙ୍କରାଚାର୍ଯ୍ୟ ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି । ସନାତନ ଧର୍ମ ନିୟମାବଳୀର ଉଲ୍ଲଂଘନ କରାଯାଇ ଉତ୍ସବ …

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ନାହିଁ ୪ ଶଙ୍କରାଚାର୍ଯ୍ୟ Read More »