ayodhya ram mandir \

ଭୁବନେଶ୍ୱରରୁ ଅଯୋଧ୍ୟା ଗଡ଼ିଲା ଆସ୍ଥା ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର: ଗତ ୨୨ ତାରିଖରେ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଆୟୋଜିତ ହୋଇଯାଇଥିଲା । ଏଥିପାଇଁ ସମଗ୍ର ଦେଶବାସୀ ବେଶ୍ ଉତ୍ସାହିତ ଥିଲେ । ତେବେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ପ୍ରଭାବ ବିଦେଶରେ ମଧ୍ୟ ଦେଖିବାକୁ ମିଳିଥିଲା । ରାମଲଲାଙ୍କ ନାଁରେ ଯେତିକି ସ୍ନେହ ଓ କରୁଣାର ଭାବ ରହିଛି ତାଙ୍କ ପ୍ରତୀମା ବି ସମସ୍ତଙ୍କୁ ସେତିକି ବିମୋହିତ କରୁଛି । ପ୍ରତ୍ୟେକ ଦିନ ରାମଲଲାଙ୍କୁ ଦର୍ଶନ କରିବା ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ …

ଭୁବନେଶ୍ୱରରୁ ଅଯୋଧ୍ୟା ଗଡ଼ିଲା ଆସ୍ଥା ସ୍ପେଶାଲ ଟ୍ରେନ୍‌ Read More »

ପ୍ରତିଦିନ ଦୁଇଥର ଖାଲି କରିବାକୁ ପଡୁଛି ରାମଲଲାଙ୍କ ଦାନ ବାକ୍ସ

ଅଯୋଧ୍ୟା: ଗତ ୨୨ ତାରିଖରେ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଆୟୋଜିତ ହୋଇଯାଇଥିଲା । ଇତିମଧ୍ୟରେ ୧୧ ଦିନ ବିତିଗଲାଣି । ପ୍ରତ୍ୟେକ ଦିନ ରାମଲଲାଙ୍କୁ ଦର୍ଶନ କରିବା ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେଉଛି । ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପରଠାରୁ ପ୍ରାୟ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ରାମ ଜନ୍ମଭୂମିରେ ରାମଲଲାଙ୍କୁ ଦର୍ଶକ କରିସାରିଲେଣି । ଭକ୍ତ ରାମଲଲାଙ୍କୁ ଦର୍ଶନ କରିବା ସହିତ ଦାନ ବି କରୁଛନ୍ତି । ଗତ …

ପ୍ରତିଦିନ ଦୁଇଥର ଖାଲି କରିବାକୁ ପଡୁଛି ରାମଲଲାଙ୍କ ଦାନ ବାକ୍ସ Read More »

୧୩୫ କିମି ଚାଲି ଚାଲି ରାମ ମନ୍ଦିରରେ ପହଞ୍ଚିଲେ ମୁସ୍‌ଲିମ୍ ଭକ୍ତ

ଅଯୋଧ୍ୟା : ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ହେବା ପରେ ଦିନକୁ ଦିନ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି । ରାମଲଲାଙ୍କ ଟିକେ ଦର୍ଶନ କରିବା ପାଇଁ ଭକ୍ତ ପୁରା ବ୍ୟାକୁଳ । ସେଥିଲାଗି କାହିଁ କେଉଁ ଆଢୁ ଭକ୍ତଙ୍କ ସୁଅ ଛୁଟିବାରେ ଲାଗିଛି । ପ୍ରଭୁ ଶ୍ରୀରାମଙ୍କ ପାଇଁ ସଭିଏଁ ହୋଇଯାଇଛନ୍ତି ଏକାକାର । ଆଜି ଅଯୋଧ୍ୟା ଜାତି, ଧର୍ମ ଓ ସଦ୍‌ଭାବନାର ପରିଚୟ ବାଣ୍ଟୁଛି । ଏହି କ୍ରମରେ ଲକ୍ଷ୍ନୌରୁ ୧୩୫ କିଲୋମିଟର ଚାଲି ଚାଲି …

୧୩୫ କିମି ଚାଲି ଚାଲି ରାମ ମନ୍ଦିରରେ ପହଞ୍ଚିଲେ ମୁସ୍‌ଲିମ୍ ଭକ୍ତ Read More »

୮ଟି ସହରରୁ ଅଯୋଧ୍ୟାକୁ ଉଡ଼ିବ ସିଧାସଳଖ ବିମାନ

ନୂଆଦିଲ୍ଲୀ: ରାମଭକ୍ତଙ୍କ ପାଇଁ ଖୁସି ଖବର । ଏଣିକି ୮ଟି ସହରରୁ ଅଯୋଧ୍ୟାକୁ ଉଡ଼ିବ ସିଧାସଳଖ ବିମାନ । ଅଯୋଧ୍ୟାରେ ତୀର୍ଥଯାତ୍ରୀଙ୍କ ଆଗମନକୁ ସୁଗମ କରିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏହି ପଦକ୍ଷେପ ନେଇଛି । ଫେବୃୟାରୀ ୧ରୁ ଏହି ବିମାନ ସେବା ଆରମ୍ଭ ହେବ । ଏହି ଖବର ପାଇବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆନନ୍ଦ ଦେଖାଦେଇଛି । ନୂଆ ଉଡାନ ମାର୍ଗ ଅଯୋଧ୍ୟାକୁ ଦିଲ୍ଲୀ, ଚେନ୍ନାଇ, ଅହମ୍ମଦାବାଦ, ଜୟପୁର, ପାଟନା, ଦରଭଙ୍ଗା, …

୮ଟି ସହରରୁ ଅଯୋଧ୍ୟାକୁ ଉଡ଼ିବ ସିଧାସଳଖ ବିମାନ Read More »

ରାମଲଲାଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ମିଳିବ ଏସବୁ ସୁବିଧା

ଅଯୋଧ୍ୟା: ଦୀର୍ଘ ୫୦୦ ବର୍ଷ ସଂଘର୍ଷର ଅବସାନ ଘଟିଛି । ଗତ ୨୨ତାରିଖରେ ଅଯୋଧ୍ୟାରେ ନବ ନିର୍ମିତ ଶ୍ରୀରାମ ମନ୍ଦିରରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଛି । ଭଗବାନଙ୍କ ସୁନ୍ଦର ଓ ଦିବ୍ୟ ମୂର୍ତ୍ତି ସମସ୍ତଙ୍କୁ ଆକର୍ଷିତ କରିଛି । ଏହି ସମାରୋହରେ ନେତା, ସେଲିବ୍ରିଟ୍‌,ଖେଳାଳିଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ । ଗତ ୨୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ରାମଲଲାଙ୍କ ଦ୍ୱାର ଖୋଲାଯାଇଛି । ଭକ୍ତ ରାମଲଲାଙ୍କୁ ଦର୍ଶନ କରିବା ପାଇଁ …

ରାମଲଲାଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ମିଳିବ ଏସବୁ ସୁବିଧା Read More »

ରାମଲଲାଙ୍କ ମୂର୍ତ୍ତି ତିଆରି କରିଥିବା ଅରୁଣ ଯୋଗୀରାଜଙ୍କୁ ମିଳିନି ପାରିଶ୍ରମିକ

ଅଯୋଧ୍ୟା : ଗତ ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହୋଇଯାଇଛି । ମନ୍ଦିରରେ ରାମଲଲାଙ୍କ ମୂର୍ତ୍ତି ସ୍ଥାପନ କରାଯାଇଛି । ରାମଲଲାଙ୍କ ମୂର୍ତ୍ତିକୁ ଲୋକେ ଖୁବ୍ ପସନ୍ଦ କରିଛନ୍ତି । ସେଥିଲାଗି ରାମଲଲାଙ୍କ ପ୍ରତି ଆକୃଷ୍ଟ ହୋଇ ଲକ୍ଷ ଲକ୍ଷ ଲୋକଙ୍କ ଭିଡ଼ ଜମୁଛି । ହେଲେ ରାମଲଲାଙ୍କ ମୂର୍ତ୍ତି ତିଆରି କରିଥିବା ଶିଳ୍ପୀ ଅରୁଣ ଯୋଗୀରାଜ ଏବେ ଖୁବ୍ ଚର୍ଚ୍ଚାରେ । ଗତ କିଛି ମାସ ମଧ୍ୟରେ ସେ …

ରାମଲଲାଙ୍କ ମୂର୍ତ୍ତି ତିଆରି କରିଥିବା ଅରୁଣ ଯୋଗୀରାଜଙ୍କୁ ମିଳିନି ପାରିଶ୍ରମିକ Read More »

ପ୍ରାଣ ପ୍ରତିଷ୍ଠା ପରେ ବଦଳି ଯାଇଛନ୍ତି ରାମଲଲା

ନୂଆଦିଲ୍ଲୀ: ପ୍ରାଣପ୍ରତିଷ୍ଠା ପରେ ବଦଳି ଯାଇଛନ୍ତି ରାମଲଲା । ପଥରରେ ପ୍ରାଣ ସଂଚାର ପରେ ସମ୍ପୂର୍ଣ୍ଣ ବଦଳି ଯାଇଛି ମୁଖମଣ୍ଡଳ । ବଦଳି ଯାଇଛି ସୌନ୍ଦର୍ଯ୍ୟ । ଏମିତି ବଦଳିଲେ ଯେ ଖୋଦ୍ ବିଗ୍ରହ ନିର୍ମାତା ବି ଆଶ୍ଚର୍ଯ୍ୟ । ନିଜ ହାତରେ ଗଢ଼ିଥିବା ମୂର୍ତ୍ତିକୁ ଏବେ ଚିହ୍ନିବାକୁ ବି ଅସମର୍ଥ ବୋଲି କହିଛନ୍ତି ସ୍ଥପତି ଅରୁଣ ଯୋଗୀରାଜ । ନିଜେ ବିଗ୍ରହ ନିର୍ମାତା ବି ଆଶ୍ଚର୍ଯ୍ୟ ଅରୁଣ ଯୋଗୀରାଜ କହିଛନ୍ତି, ୭ ମାସ ଧରି ବିଗ୍ରହକୁ …

ପ୍ରାଣ ପ୍ରତିଷ୍ଠା ପରେ ବଦଳି ଯାଇଛନ୍ତି ରାମଲଲା Read More »

ଅଯୋଧ୍ୟାରୁ ନିରାଶ ହୋଇ ଫେରିଲେ ରାମ

ମୁମ୍ବାଇ: ଗତ ୨୨ତାରିଖରେ ଅଯୋଧ୍ୟାରେ ପ୍ରତିଷ୍ଠା ହୋଇଥିଲା ରାମ ମନ୍ଦିର । ଏହାକୁ ନେଇ ପ୍ରତ୍ୟେକ ଭାରତୀୟ ଉତ୍ସାହିତ ହୋଇପଡ଼ିଛନ୍ତି । ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ଅନେକ ବିଶିଷ୍ଟ ବ୍ୟକ୍ତି ବିଶେଷ ଓ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ । ପ୍ରତିଷ୍ଠା ଉତ୍ସବର ୫ ଦିନ ପୂର୍ବରୁ ନବେ ଦଶକର ସବୁଠାରୁ ଲୋକପ୍ରିୟ ଟିଭି ଧାରାବାହିକ ରାମାୟଣର ରାମ, ସୀତା ଏବଂ ଲକ୍ଷ୍ମଣ ଅଯୋଧ୍ୟାରେ ପହଞ୍ଚିଥିଲେ । ହେଲେ ଦୁଃଖର ବିଷୟ, ରାମାୟଣରେ …

ଅଯୋଧ୍ୟାରୁ ନିରାଶ ହୋଇ ଫେରିଲେ ରାମ Read More »

ବଦଳିଲା ରାମଲଲାଙ୍କ ଦର୍ଶନ, ଆଳତୀ ସମୟ

ନୂଆଦିଲ୍ଲୀ: ବଦଳିଲା ଅଯୋଧ୍ୟାରେ ରାମମନ୍ଦିରରେ ରାମଲଲାଙ୍କ ଦର୍ଶନ ଓ ଆଳତୀ ସମୟ । ପ୍ରଭୁ ରାମଙ୍କ ପ୍ରାଣପ୍ରତିଷ୍ଠା ପରେ ଲାଗିଥିବା ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ନୂତନ ସମୟ ସୂଚୀ ଜାରି କରିଛି ଶ୍ରୀରାମଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ । ଏହି ସୂଚୀରେ ସୃଙ୍ଗାର ଆଳତୀ ଠାରୁ ନେଇ ଶୟନ ଆଳତୀ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୂଚନା ଦିଆଯାଇଛି । ଗତ ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା ହୋଇଥିଲା । ପ୍ରାଣପ୍ରତିଷ୍ଠା ପରେ ସାଧାରଣ ଲୋକ …

ବଦଳିଲା ରାମଲଲାଙ୍କ ଦର୍ଶନ, ଆଳତୀ ସମୟ Read More »

ପ୍ରଥମ ଦିନ ୩ କୋଟି ୧୭ ଲକ୍ଷ ଟଙ୍କା ଦାନ କଲେ ଭକ୍ତ

ଅଯୋଧ୍ୟା: ଦୀର୍ଘ ୫୦୦ ବର୍ଷ ସଂଘର୍ଷର ଅବସାନ ଘଟିଛି । ଗତ ୨୨ତାରିଖରେ ଅଯୋଧ୍ୟାରେ ନବ ନିର୍ମିତ ଶ୍ରୀରାମ ମନ୍ଦିରରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଛି । ଭଗବାନଙ୍କ ସୁନ୍ଦର ଓ ଦିବ୍ୟ ମୂର୍ତ୍ତି ସମସ୍ତଙ୍କୁ ଆକର୍ଷିତ କରିଛି । ଏହି ସମାରୋହରେ ନେତା, ସେଲିବ୍ରିଟ୍‌,ଖେଳାଳିଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ । ୨୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଦ୍ୱାର ଖୋଲିଥିଲା । ଭକ୍ତ ରାମଲଲାଙ୍କୁ ଦର୍ଶନ କରିବା ପାଇଁ ରାତି ୩ଟାରୁ …

ପ୍ରଥମ ଦିନ ୩ କୋଟି ୧୭ ଲକ୍ଷ ଟଙ୍କା ଦାନ କଲେ ଭକ୍ତ Read More »

RSS
Follow by Email
Scroll to Top
Close Bitnami banner
Bitnami