ନ୍ୟୁଜିଲାଣ୍ଡ ହାତରୁ ମ୍ୟାଚ୍ ଛଡାଇ ଆଣିଲା ରୋହିତ୍ ବାହିନୀ

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସେମିଫାଇନାଲ ରେ ବାଜି ମାରିଛି ଭାରତ । ଏଥିସହ ନ୍ୟୁଜିଲାଣ୍ଡଠୁ ୨୦୧୯ ସେମିର ବଦଲା ନେଇଛି ଟିମ୍ ଇଣ୍ଡିଆ । ପ୍ରଥମ ସେମି ଫାଇନାଲ ମହାଲଢେଇରେ ଦମଦାର ବିଜୟ ହାସଲ କରିଛି ରୋହିତ ସେନା । ଲମ୍ବା ସଂଘର୍ଷ ପରେ ନ୍ୟୁଜିଲାଣ୍ଡକୁ ମାତ୍ ଦେଇ ଭାରତ ଫାଇନାଲ ପାଇଁ ଟିକେଟ ହାସଲ କରିଛି । ବିଶ୍ୱକପ ଫାଇନାଲରେ ଟିମ୍ ଇଣ୍ଡିଆ ପହଂଚିବା ପରେ ଚାରିଆଡୁ ଶୁଭେଛାର ସୁଅ ଛୁଟିଛି । ସାରା ଦେଶରେ ଖୁସିର …

ନ୍ୟୁଜିଲାଣ୍ଡ ହାତରୁ ମ୍ୟାଚ୍ ଛଡାଇ ଆଣିଲା ରୋହିତ୍ ବାହିନୀ Read More »