ବିଜେଡିର ନିର୍ବାଚନୀ ଇସ୍ତାହାର, ନବୀନ ଦେଲେ ପ୍ରତିଶ୍ରୁତି
ଭୁବନେଶ୍ୱର: ବିଜେଡି ଆଣିଛି ଘୋଷଣା ପତ୍ର । ୨୦୨୪ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଏଣିକି ‘ନୂଆ-ଓ’ ଛାତ୍ରବୃତ୍ତିରେ ପୁଅଙ୍କୁ ବାର୍ଷିକ ୧୨ ହଜାର, ଝିଅଙ୍କୁ ୧୪ ହଜାର ଟଙ୍କା ମିଳିବ । ଆସନ୍ତା ୫ ବର୍ଷ ମଧ୍ୟରେ ୨ ଲକ୍ଷ ସରକାରୀ ଚାକିରି ପ୍ରଦାନ କରାଯିବ । ସ୍ୱୟଂ ଉଦ୍ୟୋଗୀ ଋଣର ପରିମାଣକୁ ୨ ଲକ୍ଷକୁ ବୃଦ୍ଧି କରାଯିବ …
ବିଜେଡିର ନିର୍ବାଚନୀ ଇସ୍ତାହାର, ନବୀନ ଦେଲେ ପ୍ରତିଶ୍ରୁତି Read More »