bjd supremo nabin pattnaik

 ୨୪ରେ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ୱର : ଆସନ୍ତାକାଲି ହିଞ୍ଜିଳିରୁ ପ୍ରଚାର ଅନୁକୂଳ କରିବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜର ପାରମ୍ପରିକ ଆସନରୁ ଚଳିତ ନିର୍ବାଚନ ପାଇଁ ବିଧିବଦ୍ଧ ଭାବରେ ପ୍ରଚାର ମଇଦାନକୁ ଓହ୍ଲାଇବେ । ତାଙ୍କ ସହ ଦଳର ବରିଷ୍ଠ ନେତା ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ପ୍ରଚାର ପାଇଁ ହିଞ୍ଜିଳି ଗସ୍ତ କରିବେ । ୨୪ ତାରିଖ ପୂର୍ବାହ୍ନ ସାଢେ ୧୦ଟାରେ ହିଞ୍ଜିଳିରେ ଏକ ସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ …

 ୨୪ରେ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ Read More »

ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଲୋକଙ୍କୁ ଅପିଲ କଲେ ନବୀନ ଓ ପାଣ୍ଡିଆନ୍‌

ଭୁବନେଶ୍ୱର : ଆସନ୍ତା ୨୪ ତାରିଖରୁ ନିଜର ପାରମ୍ପରିକ ଆସନରୁ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏହା ପୂର୍ବରୁ ସୋମବାର ଭିଡିଓ ଜାରି କରି ଯୋଡ଼ି ଶଙ୍ଖରେ ଭୋଟ ଦେବା ପାଇଁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ । ଓଡ଼ିଶାର ସର୍ବାଙ୍ଗୀନ ବିକାଶ ପାଇଁ ସମସ୍ତ ଭାଇ ଭଉଣୀ ଯୋଡ଼ି ଶଙ୍ଖରେ ଭୋଟ ଦିଅନ୍ତୁ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାତରେ ଦୁଇ ହାତରେ ଦୁଇଟି ଶଙ୍ଖ …

ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଲୋକଙ୍କୁ ଅପିଲ କଲେ ନବୀନ ଓ ପାଣ୍ଡିଆନ୍‌ Read More »

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ହିଞ୍ଜିଳି ବିଧାନସଭା ଆସନ ପାଇଁ ସେ ନାମାଙ୍କନପତ୍ର ଦାଖଲ କରିବେ । ସେହି ଦିନ ସେ ପ୍ରଥମେ ତାରା ତାରିଣୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବେ । ପରେ ନାମାଙ୍କନପତ୍ର ଦାଖଲ କରି ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାର ଏକ ମାରାଥନ୍ …

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ Read More »

୨୪ରେ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ୱର: ପାଖେଇ ଆସୁଛି ନିର୍ବାଚନ ତାରିଖ । ସାଧାରଣ ନିର୍ବାଚନକୁ ନେଇ ସରଗରମ ରହିଛି ରାଜନୀତି । ସାଧାରଣ ଲୋକଙ୍କ ଭିତରେ ମଧ୍ୟ ବଢୁଛି ଚର୍ଚ୍ଚା । ତେବେ ଏ ସବୁ ଭିତରେ ବିଜେଡି ସୁପ୍ରିମୋଙ୍କ ପ୍ରଚାରକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ମେ ୧୩ ତାରିଖରେ ଅନୁଷ୍ଠିତ ହେବ ପ୍ରଥମ ପର୍ଯ୍ୟୟ ଭୋଟ । ଅର୍ଥାତ୍ ୪ଟି ଲୋକସଭା ମଣ୍ଡଳୀ କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଓ ଏହାର ଅନ୍ତର୍ଗତ ୨୮ ବିଧାନସଭା ପାଇଁ ଭୋଟ୍ …

୨୪ରେ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ Read More »

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନର ପ୍ରାର୍ଥୀ ଘୋଷଣା ହେବା ପରେ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ନିଜ ନିଜର ପ୍ରଚାର ଆରମ୍ଭ କରିଦେଲେଣି । ଭୋଟରଙ୍କୁ କିପରି ନିଜ ଆଡ଼କୁ ଆକୃଷ୍ଟ କରିବେ ସେଥିଲାଗି ଅଣ୍ଟା ଭିଡ଼ି ଦେଇଛନ୍ତି । ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍ ନେତାଙ୍କୁ ନେଇ ନିଜ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି । ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ …

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ Read More »

ଲୋକଙ୍କୁ ଫୋନ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ ନବୀନ

ଭୁବନେଶ୍ୱର: ଲୋକଙ୍କୁ ସିଧାସଳଖ କଲ୍ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ରାଜ୍ୟ ସରକାର ସମସ୍ତ ଜିଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ପାଇଁ ପାଣ୍ଠି ଘୋଷଣା କରିଥିଲେ । ଏଥିସହ ସ୍ଥାନୀୟ କାମ ପାଇଁ ମଧ୍ୟ ଟଙ୍କା ଆବଣ୍ଟନ କରିଛନ୍ତି । ଏହିସବୁ କାର୍ଯ୍ୟର ଅଗ୍ରଗତି ଏବେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରୁଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଏପରି ଉଦ୍ୟମ ସାଧାରଣ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି …

ଲୋକଙ୍କୁ ଫୋନ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ ନବୀନ Read More »

୬ ସଂସଦୀୟ କ୍ଷେତ୍ର ପାଇଁ ବିଜେଡିର ରଣନୀତି ଜୋରଦାର

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ବିଜେଡି ତା’ର ସାଂଗଠନିକ ରଣନୀତି ଜୋରଦାର କରିଛି । ପୂର୍ବରୁ ନବୀନ ନିବାସରେ ୧୧ଟି ସଂସଦୀୟ କ୍ଷେତ୍ରର ସମୀକ୍ଷା କରାଯାଇଥିଲା ବେଳେ ରବିବାର ଆଉ ୬ଟିର ସମୀକ୍ଷା କରାଯାଇଛି । ପଶ୍ଚିମ ଓଡ଼ିଶାର ଦୁଇ ସଂସଦୀୟ କ୍ଷେତ୍ର ସୁନ୍ଦରଗଡ଼ ଓ ସମ୍ବଲପୁର ସହ ଉପକୂଳ ଓଡ଼ିଶାର ଯାଜପୁର, ଜଗତସିଂହପୁର, କଟକ ଓ ଢେଙ୍କାନାଳ ଲୋକସଭା ଏବଂ ଏହା ଅଧୀନସ୍ଥ ୪୨ ବିଧାନସଭା ଆସନ ନିର୍ବାଚନମଣ୍ଡଳୀ ୱାରି ରଣନୀତି ପ୍ରସ୍ତୁତ କରାଯାଇଥିଲା । …

୬ ସଂସଦୀୟ କ୍ଷେତ୍ର ପାଇଁ ବିଜେଡିର ରଣନୀତି ଜୋରଦାର Read More »

RSS
Follow by Email
Scroll to Top
Close Bitnami banner
Bitnami