bjd supremo naveen patnaik

ଏବେ ବି ବିଜେଡ଼ି ହାତରୁ ଯାଇନି କ୍ଷମତା !

ଭୁବନେଶ୍ୱର: ରାଜ୍ୟରେ ହୋଇଛି କ୍ଷମତା ପରିବର୍ତ୍ତନ । ୨୪ ବର୍ଷର ବିଜେଡି ସରକାର ହାତରୁ ଖସି ଯାଇଛି ଶାସନ ଭାର । ଏହା ସହ ପ୍ରଥମ ଥର ପାଇଁ ଓଡ଼ିଶାରେ ଏକାକୀ ବୃହତ ଦଳ ଭାବେ ଉଭା ହେବା ସହ ସରକାର ଗଢିଛି ବିଜେପି । ଅନ୍ୟପଟେ ଲୋକସଭା ନିର୍ବାଚନରେ ମଧ୍ୟ ଏନଡିଏ ତୃତୀୟ ଥର ପାଇଁ ଲଗାତାର ସରକାର ହାତେଇବାରେ ସଫଳ ହୋଇଛି । କିନ୍ତୁ ଗତ ୨୦୧୪ ଏବଂ ୨୦୧୯ ଭଳି ଏନଡିଏକୁ ସେତେଟା …

ଏବେ ବି ବିଜେଡ଼ି ହାତରୁ ଯାଇନି କ୍ଷମତା ! Read More »

ରାଜ୍ୟସଭାରେ ବିଜେପିକୁ ଭାରି ପଡିପାରନ୍ତି ବିଜେଡି ଓ YSRCP

ନୂଆଦିଲ୍ଲୀ : ବିଗତ ନିର୍ବାଚନ ବିଷୟରେ ଆଲୋଚନା ହେଲେ , କେବଳ ଲୋକସଭା ନିର୍ବାଚନ ଫଳାଫଳ ବିଷୟରେ ଆଲୋଚନା ହୋଇଥାଏ। କିନ୍ତୁ ଏହି ସମୟ ମଧ୍ୟରେ ୪ ଟି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଆନ୍ଧ୍ରପ୍ରଦେଶ ଏବଂ ଓଡିଶାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନି। ଯାହା ଉପରେ ଅଧିକ ଆଲୋଚନା କରାଯାଇଥିଲା। ଆନ୍ଧ୍ରପ୍ରଦେଶରେ YSRCP ମାତ୍ର ପାଞ୍ଚ ବର୍ଷ ପୂର୍ବେ ‘ଲୋକ ନେତା’ ଭାବରେ ଉଭା ହୋଇଥିଲେ। ଏସ. ଜଗନମୋହନ ରେଡ୍ଡୀଙ୍କ …

ରାଜ୍ୟସଭାରେ ବିଜେପିକୁ ଭାରି ପଡିପାରନ୍ତି ବିଜେଡି ଓ YSRCP Read More »

ନବୀନଙ୍କୁ ନିମନ୍ତ୍ରଣ ଦେଲେ ବିଜେପିର ୫ ବରିଷ୍ଠ ନେତା

ଭୁବନେଶ୍ୱର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ସାମିଲ ହେବାକୁ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ବିଜେପି ପକ୍ଷରୁ ନିମନ୍ତ୍ରଣ ଦିଆଯାଇଛି। ଆଜି ନିମନ୍ତ୍ରଣ ପତ୍ର ଦେବାକୁ ନବୀନ ନିବାସରେ ପହଞ୍ଚିଥିଲେ ବିଜେପିର ୫ ବରିଷ୍ଠ ନେତା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ ଓ ବରିଷ୍ଠ ନେତା ତଥା ପ୍ରାକ୍ତନ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ନବୀନ ନିବାସରେ ପହଞ୍ଚିଥିଲେ। ନବୀନ ପଟ୍ଟନାୟକ ସେମାନଙ୍କ ହାତରୁ …

ନବୀନଙ୍କୁ ନିମନ୍ତ୍ରଣ ଦେଲେ ବିଜେପିର ୫ ବରିଷ୍ଠ ନେତା Read More »

ଶପଥ ପରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଦେଶରେ ପୁଣିଥରେ ଏନଡିଏ ସରକାର ଗଠନ କରିଛି। ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର ଗଠନ କରିବା ପରେ ରବିବାର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି ନରେନ୍ଦ୍ର ମୋଦୀ । ଶପଥ ଗ୍ରହଣ ପରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।ଦେଶବାସୀଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ଦିଗରେ ସଫଳ ହେବା ନେଇ ମୋଦୀ ଓ ତାଙ୍କ …

ଶପଥ ପରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ Read More »

ନବୀନ ନିବାସରେ ବିଜୁ ପଟ୍ଟନାୟକଙ୍କ ନାତି, ଲାଗିଛି ନେତାଙ୍କ ଭିଡ଼

ଭୁବନେଶ୍ୱର: ରାଜ୍ୟରେ ନିର୍ବାଚନ ସମାପ୍ତ ହେବାପରେ ବି ସରଗରମ ରହିଛି ରାଜନୈତିକ ମାହୋଲ । ୨୫ ବର୍ଷର ସ୍ଥିର ସରକାର କରିଥିବା ବିଜେଡ଼ି ପରାଜୟ ପରେ , ପ୍ରାୟତଃ ପ୍ରତିଦିନ ନବୀନ ନିବାସରେ ବିଜେଡ଼ି ନେତା ଏବଂ ଗଣମାଧ୍ୟମ ପ୍ରତିନିଧି ମାନଙ୍କର ଭିଡ଼ ଦେଖିବାକୁ ମିଳୁଛି । ଆଗାମୀ ରଣନୀତି କଣ ରହିବ, ବିଜେଡି ବିରୋଧୀ ଦଳ ଆସନରେ ରହି ନୂଆ ସରକାରକୁ କିପରି ସାମ୍ନା କରିବ ତାକୁ ନେଇ ପ୍ରସ୍ତୁତ ହେଉଛି ସୁଦୃଢ ରଣନୀତି । …

ନବୀନ ନିବାସରେ ବିଜୁ ପଟ୍ଟନାୟକଙ୍କ ନାତି, ଲାଗିଛି ନେତାଙ୍କ ଭିଡ଼ Read More »

ନବୀନ ହେବେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନବୀନ ପଟ୍ଟନାୟକ ଷଷ୍ଠଥର ବି ହେବେ ମୁଖ୍ୟମନ୍ତ୍ରୀ । କାମ ଦେବନି ବିରୋଧୀଙ୍କ ହୀନ ରାଜନୀତି । ଆସନ୍ତା ୪ ତାରିଖରେ ବହୁମତ ପାଇବ ବିଜେଡି । ୧୧୭ ଆସନ ଜିତି ବିଜେଡି ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବ । ୨୫ ବର୍ଷ ଧରି ରାଜ୍ୟର ଚାମ୍ପିଅନ୍ ରହିଥିବା ମୁଖ୍ୟମନ୍ତ୍ରୀଙ୍କ ବିକାଶ ମନ୍ତ୍ର ଆଗରେ ବିରୋଧୀଙ୍କ ରଣନୀତି ସବୁଥର ପରି ଫେଲ ମାରିବ ବୋଲି ଦୃଢୋକ୍ତି ପ୍ରକାଶ କରିଛି ବିଜେଡି । ବିଜେଡିକୁ …

ନବୀନ ହେବେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ Read More »

 ହଜାର ହଜାର ସମର୍ଥକଙ୍କ ଗହଣରେ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର: ହିଂଜିଳି ପରେ କଣ୍ଟାବାଞ୍ଜିରେ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନିଜର ଦ୍ୱିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ôଥପତ୍ର ଦାଖଲ କରିଛନ୍ତି ନବୀନ । ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ସମୟରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ବଲାଙ୍ଗୀର ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ, ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂହଦେଓ , ଟିଟିଲାଗଡ଼ ବିଧାୟକ ପ୍ରାର୍ଥୀ ଟୁକୁନି ସାହୁ, ବଲାଙ୍ଗୀର …

 ହଜାର ହଜାର ସମର୍ଥକଙ୍କ ଗହଣରେ ନାମାଙ୍କନ ଭରିଲେ ନବୀନ Read More »

RSS
Follow by Email
Scroll to Top
Close Bitnami banner
Bitnami