ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡରେ ବିଜେପି ଓ ତେଲେଙ୍ଗାନାରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଚାଲିଛି ଭୋଟ ଗଣତି । ସକାଳ ୮ଟାରୁ ଭୋଟ୍ ଗଣତି ଚାଲିଥିବା ବେଳେ ଏବେ ଯାଏଁ ନିର୍ବାଚନ ଫଳାଫଳ ଟ୍ରେଣ୍ଡ ବି ଆସିବାରେ ଲାଗିଛି । ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ରାଜସ୍ଥାନରେ ବିଜେପି ଅଗ୍ରଣୀ ହାସଲ କରିଛି । ୧୯୯ଟି ଆସନ ମଧ୍ୟରୁ ୧୧୭ରେ ଆଗରେ ରହିଛି ବିଜେପି । କଂଗ୍ରେସ ୬୬ ଆସନରେ ଅଗ୍ରଣୀ ରହିଛି । ମଧ୍ୟପ୍ରଦେଶରେ ମଧ୍ୟ …

ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡରେ ବିଜେପି ଓ ତେଲେଙ୍ଗାନାରେ କଂଗ୍ରେସ ଆଗୁଆ Read More »