ଖେଳନା ଘୋଡ଼ାରେ ବସି ବିବାହ କରିବାକୁ ଆସିଲେ ବର

ସାଧାରଣତଃ ଅଧିକାଂଶ ଲୋକ ନିଜ ବିବାହକୁ ସ୍ୱତନ୍ତ୍ର କରିବାକୁ ଚାହାଁନ୍ତି । ଏହାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ ଉପାୟ ଆପଣାଇଥାନ୍ତି । ସେ ସାଜ୍ଜସଜ୍ଜା ହେଉ ବା ମେକ୍‌ଅପ୍‌, ବା ଭୋଜି ସବୁକିଛି ନୂଆ କରିବାକୁ ଚାହାଁନ୍ତି ସସସ୍ତେ । ସେହିପରି ବିବାହ ସମୟରେ ବର କାର, ଘୋଡ଼ାଗାଡ଼ି, ଟ୍ରକ୍‌, ଟ୍ରାକ୍ଟର, ହେଲିକପ୍ଟରରେ ବସି ଆସୁଥିବା ଦେଖିଥିବେ ବା ଶୁଣିଥିବେ । ଏବେ ଏମିତି ଏକ ଭିଡ଼ିଓ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ଆଶ୍ଚର୍ଯ୍ୟ …

ଖେଳନା ଘୋଡ଼ାରେ ବସି ବିବାହ କରିବାକୁ ଆସିଲେ ବର Read More »