BSKY Naveen card

ସ୍ୱାସ୍ଥ୍ୟ ବିଭାଗର ସୂଚନା, ଓଡ଼ିଶାରେ ଚାଲୁ ରହିଛି ବିଏସକେୱାଇ

ଭୁବନେଶ୍ୱର: ଏବେ ବି ଓଡ଼ିଶାରେ ବିଏସକେୱାଇ କାର୍ଡ଼ ଚାଲୁ ରହିଛି । ବିଏସକେୱାଇ କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏପରି ସୂଚନା ଦିଆଯାଇଛି । ବିଏସକେୱାଇ ଚାଲୁ ରହିଛି ଏବଂ ଘରୋଇ ହସ୍ପିଟାଲ ସହ ହୋଇଥିବା ଚୁକ୍ତି ବା ଏମ୍‌ଓୟୁ ବଳବତ୍ତର ରହିଛି ବୋଲି ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ । ଯେଉଁମାନଙ୍କର କାର୍ଡ ଅଛି, ସେମାନଙ୍କୁ ତାଲିକାଭୁକ୍ତ ହସପିଟାଲଗୁଡ଼ିକ ପୂର୍ବଭଳି ଚିକିତ୍ସା ସେବା ଯୋଗାଇ ଦିଅନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଚିକିତ୍ସା …

ସ୍ୱାସ୍ଥ୍ୟ ବିଭାଗର ସୂଚନା, ଓଡ଼ିଶାରେ ଚାଲୁ ରହିଛି ବିଏସକେୱାଇ Read More »

ବିଏସକେୱାଇ ନବୀନ କାର୍ଡ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜିଠୁ ମିଳିବ ବିଏସକେୱାଇ ନବୀନ କାର୍ଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିବେ । ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା ଓ ସମ୍ବଲପୁରର ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରାଯିବ । ପରେ ସବୁ ଜିଲ୍ଲାରେ କାର୍ଯ୍ୟକାରୀ ହେବ । ଏଥିରେ ରାଜ୍ୟର ୯୦ ପ୍ରତିଶତ ଲୋକ ଉପକୃତ ହେବେ । ବିଏସକେୱାଇର ଏହି ତୃତୀୟ ପର୍ଯ୍ୟାୟରେ ଗ୍ରାମାଞ୍ଚଳ ଲୋକଙ୍କୁ ଜଟିଳ ରୋଗ ପାଇଁ ମିଳିବ ମାଗଣା ଚିକିତ୍ସା । ରାଜ୍ୟର …

ବିଏସକେୱାଇ ନବୀନ କାର୍ଡ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ Read More »

ଆସନ୍ତା ୬ ତାରିଖରୁ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୬ ତାରିଖରୁ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦଫାରେ ସମ୍ବଲପୁର ଓ ଖୋର୍ଦ୍ଧାର ହିତାଧିକାରୀଙ୍କୁ ମିଳିବ ନବୀନ କାର୍ଡ । ଯେଉଁମାନେ ବିଏସକେୱାଇ କାର୍ଡରୁ ବଞ୍ଚିତ ହୋଇଥିବେ ସେମାନଙ୍କୁ ବିଏସକେୱାଇ ନବୀନ କାର୍ଡ ପ୍ରଦାନ କରାଯିବ । ବିଏସକେୱାଇରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗର ଚିକିତ୍ସା ପାଇଁ ଆଉ ହନ୍ତସନ୍ତ ହେବାକୁ ପଡ଼ିବ ନାହିଁ । ରାଜ୍ୟ ଓ ରାଜ୍ୟ ବାହାରେ ବିଏସକେୱାଇ …

ଆସନ୍ତା ୬ ତାରିଖରୁ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ Read More »

RSS
Follow by Email
Scroll to Top
Close Bitnami banner
Bitnami