ସାଧାରଣ ଲୋକଙ୍କୁ କୌଣସି ଆଶ୍ୱସ୍ତି ଦେଇନାହାନ୍ତି

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଚଳିତ ବର୍ଷର ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଉପସ୍ଥାପନ ବେଳେ ସରକାରଙ୍କ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଂଶସା କରିବା ସହିତ ଆଗାମୀ ଜୁଲାଇ ମାସରେ ତାଙ୍କ ସରକାର ପୂର୍ଣ୍ଣ ବଜେଟ୍ ସହିତ ବିକଶିତ ଭାରତର ରୋଡମ୍ୟାପ୍ ପ୍ରସ୍ତୁତ କରିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏଥର ବଜେଟରେ ଆୟକର ସ୍ଲାବରେ ମଧ୍ୟ କୌଣସି ପରିବର୍ତ୍ତନ କରାଯାଇନାହିଁ । ଆୟକର ଛାଡ …

ସାଧାରଣ ଲୋକଙ୍କୁ କୌଣସି ଆଶ୍ୱସ୍ତି ଦେଇନାହାନ୍ତି Read More »