କାନ୍ଭାସ୍ରେ ସତ୍ୟଙ୍କ ସଚେତନତା
କରୋନାର ସମ୍ଭାବ୍ୟ ତୃତୀୟ ଲହର ଛୋଟ ପିଲାମାନଙ୍କ ପାଇଁ କ୍ଷତିକାରକ ହୋଇପାରେ ବୋଲି ଡାକ୍ତର ଏବଂ ବିଶେଷଜ୍ଞମାନେ ମତ ଦେଇଛନ୍ତି । ମହାମାରୀ କବଳରୁ ଛୋଟ ପିଲାମାନଙ୍କୁ ସୁରକ୍ଷିତ ରଖିବା ସମସ୍ତଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହେବ । ଏଥିପାଇଁ ପ୍ରତ୍ୟେକ ମା’ମାନଙ୍କର ପ୍ରମୁଖ ଦାୟିତ୍ୱ ହେବା ଉଚିତ୍ । ଏହି ସମୟରେ ମା’ ମାନେ ହିଁ ପିଲାମାନଙ୍କ ପ୍ରତି ଯତ୍ନବାନ ହେବା ଅତ୍ୟନ୍ତ ଜରୁରୀ ବୋଲି ଚିତ୍ର ମାଧ୍ୟମରେ ଦର୍ଶାଇଛନ୍ତି ଯୁବ ଚିତ୍ରଶିଳ୍ପୀ ସତ୍ୟରଞ୍ଜନ ଦାସ …