ଯୋଡି ଶଙ୍ଖରେ ଭୋଟ ଦେବାକୁ ନବୀନ କଲେ ଅପିଲ୍‌

ମୟୁରଭଞ୍ଜ: ମୟୁରଭଞ୍ଜରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନୟକ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲ୍ଲାର ଦୁଇଟି ସ୍ଥାନ ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ନବୀନ ପଟ୍ଟନାୟକ । ଜନସାଧାରଣଙ୍କୁ ବିଜେଡି ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ବୋଲି ନବୀନ ପଚାରି ବୁଝିଛନ୍ତି । ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ କରିଥିଲେ ଅପିଲ । ଏହି ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା କାର୍ତ୍ତିକ …

ଯୋଡି ଶଙ୍ଖରେ ଭୋଟ ଦେବାକୁ ନବୀନ କଲେ ଅପିଲ୍‌ Read More »