ମନ୍ମଥଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୁବନେଶ୍ୱର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ୍ ଥିଲେ । ରାଜଧାନୀବାସୀଙ୍କ ସେବା କରିବା ପାଇଁ ପାଇଲଟ ଚାକିରି ଛାଡ଼ି ଭୁବନେଶ୍ୱର ମାଟିକୁ ଫେରିଆସିଛନ୍ତି । ଏବେ ରାଜନୀତିରେ ଯୁବପୀଢୀଙ୍କ ଯୋଗଦାନ ବହୁତ ବେଶୀ ରହିଛି । ମନ୍ମଥ ଏହି ଯୁବପୀଢିଙ୍କ ପାଇଁ ପ୍ରେରଣା ସାଜିଥିବାରୁ ମୁଁ ବହୁତ ଖୁସି । ତେଣୁ ମନ୍ମଥଙ୍କୁ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ନିବେଦନ । ଅପରାଜିତାଙ୍କୁ ଟାର୍ଗେଟ କଲେ ନବୀନ …

 ମନ୍ମଥଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ Read More »