congress priyanka gandhi

କଂଗ୍ରେସକୁ ନୂଆ ଜୀବନ ଦେଲେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ: କଂଗ୍ରେସକୁ ନୂଆ ଜୀବନ ଦେଲେ ଭାଇ-ଭଉଣୀ । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ କଂଗ୍ରେସକୁ ଦେଇଛନ୍ତି ନୂଆ ଜୀବନ । ଉଭୟଙ୍କ ସୁଚିନ୍ତିତ ରଣନୀତି ଏବଂ ମାରାଥନ ପ୍ରଚାର ପାଇଁ କଂଗ୍ରେସ ଚଳିତ ନିର୍ବାଚନରେ କମାଲ କରିଛି । କଂଗ୍ରେସ ଚଳିତ ନିର୍ବାଚନରେ ୯୯ ଆସନରେ ଜିତିଛି । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା , ନ୍ୟାୟ ଯାତ୍ରା ଓ ପ୍ରିୟଙ୍କା ନିର୍ବାଚନ ନ ଲଢ଼ି …

କଂଗ୍ରେସକୁ ନୂଆ ଜୀବନ ଦେଲେ ରାହୁଲ-ପ୍ରିୟଙ୍କା Read More »

ରାଏବରେଲୀ ଆସନରୁ ନିର୍ବାଚନ ଲଢ଼ିପାରନ୍ତି ପ୍ରିୟଙ୍କା !

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଖେଇ ଆସୁଛି । ନିର୍ବାଚନ କମିଶନ ଯେ କୌଣସି ସମୟରେ ନିର୍ବାଚନ ସୂଚୀ ଘୋଷଣା କରିପାରନ୍ତି । ଏହାପୂର୍ବରୁ ରାଜନୈତିକ ଦଳମାନେ ସେମାନଙ୍କର ପଦକ୍ଷେପ ନେବା ଆରମ୍ଭ କରି ଦେଇଛନ୍ତି । ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏକାଠି ନିର୍ବାଚନ ଲଢ଼ିବେ ବୋଲି ଦୁଇ ଦଳ ଘୋଷଣା କରିଛନ୍ତି । ୟୁପିରେ ୧୭ ଟି ଆସନରେ କଂଗ୍ରେସ ନିର୍ବାଚନ ଲଢ଼ିବ । କଂଗ୍ରେସ ଦଳର ପୂର୍ବତନ ସଭାପତି …

ରାଏବରେଲୀ ଆସନରୁ ନିର୍ବାଚନ ଲଢ଼ିପାରନ୍ତି ପ୍ରିୟଙ୍କା ! Read More »

ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଡାକ୍ତରଖାନାରେ ଭର୍ତ୍ତି ହେଲେ ପ୍ରିୟଙ୍କା

ନୂଆଦିଲ୍ଲୀ: ଡାକ୍ତରଖାନାରେ ଭର୍ତ୍ତି ହେଲେ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ । ହଠାତ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ଏହି କାରଣରୁ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଅଂଶଗ୍ରହଣ କରିପାରିବେ ନାହିଁ । ସେ କହିଛନ୍ତି ଯେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବା ମାତ୍ରେ ସେ ଏହି ଯାତ୍ରାର ସାମିଲ ହେବେ । ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହେଲେ ଯାତ୍ରାରେ ହେବି ସାମିଲ ସୋସିଆଲ ମିଡିଆରେ …

ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଡାକ୍ତରଖାନାରେ ଭର୍ତ୍ତି ହେଲେ ପ୍ରିୟଙ୍କା Read More »

ଏମ୍‌ପିଙ୍କ ନିଲମ୍ବନକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନରେ ସୋମବାର ଉତ୍ତେଜନା ଯୋଗୁ ଗୃହକାର୍ଯ୍ୟ ଚାଲିପାରିନାହିଁ । ଲୋକ ସଭା ଏବଂ ରାଜ୍ୟ ସଭାରେ ବିରୋଧୀଦଳ ସଦସ୍ୟମାନେ ସଂସଦର ସୁରକ୍ଷା ଅଭାବ ମାମଲାକୁ ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କଠାରୁ ବିବୃତ୍ତି ଦାବି କରିଥିଲେ । ଗୃହରେ ବିଶୃଙ୍ଖଳା କରୁଥିବା ଅଭିଯୋଗରେ ଲୋକ ସଭା ଓ ରାଜ୍ୟ ସଭାର ମୋଟ ୯୨ ଏମ୍‌ପିଙ୍କୁ ପୂରା ଶୀତକାଳୀନ ଅଧିବେଶନରୁ ନିଲମ୍ବିତ କରାଯାଇଛି । ତେବେ ଏଭଳି କାର୍ଯ୍ୟାନୁଷ୍ଠାନ ଉପରେ କଂଗ୍ରେସର ରାଷ୍ଟ୍ରୀୟ …

ଏମ୍‌ପିଙ୍କ ନିଲମ୍ବନକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା Read More »

RSS
Follow by Email
Scroll to Top
Close Bitnami banner
Bitnami