ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ, ପ୍ରଭାବିତ ହେବ ଉପକୂଳ ଓଡ଼ିଶା
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଗତ ୬ ଘଣ୍ଟାଧରି ୧୮କିଲୋମିଟର ବେଗରେ ଗତି କରୁଛି ଅବପାତ । ପାରାଦୀପର ଦକ୍ଷିଣରେ ୩୮୦କିମି ଦୂରରେ ଏହାର ଅବସ୍ଥିତି ରହିଛି । ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ନେଇପାରେ ବାତ୍ୟାର ରୂପ । ବାତ୍ୟାର ନାଁ ରହିବ ମିଢିଲି । ଏହାର ନାମକରଣ କରିଛି ମାଲଦୀପ । ବାଂଲାଦେଶରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । …
ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ, ପ୍ରଭାବିତ ହେବ ଉପକୂଳ ଓଡ଼ିଶା Read More »