ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମିଧିଲି’, ଓଡ଼ିଶାକୁ ନାହିଁ ବିପଦ
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ବାତ୍ୟାର ରୂପ ନେଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ମିଧିଲି’ । ଏହା ବାଂଲାଦେଶ ଉପକୂଳରେ ଲାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି । ପାରାଦୀପ ଠାରୁ ୧୯୦, ଦୀଘା ଠାରୁ ୨୦୦ କିମି ଦୂରରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବାଂଲାଦେଶ ଉପକୂଳ …
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମିଧିଲି’, ଓଡ଼ିଶାକୁ ନାହିଁ ବିପଦ Read More »