cyclone news’

ବାତ୍ୟା ପ୍ରଭାବରେ ଓଡ଼ିଶାରେ ହେବ ଭୀଷଣ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ରବିବାର ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇଛି । ବାତ୍ୟା ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ହେବ । ଆଜିଠାରୁ କିଛି ସ୍ଥାନର ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏସବୁ ଜିଲ୍ଲାର କିଛି …

ବାତ୍ୟା ପ୍ରଭାବରେ ଓଡ଼ିଶାରେ ହେବ ଭୀଷଣ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି Read More »

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମିଧିଲି’, ଓଡ଼ିଶାକୁ ନାହିଁ ବିପଦ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ବାତ୍ୟାର ରୂପ ନେଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ମିଧିଲି’ । ଏହା ବାଂଲାଦେଶ ଉପକୂଳରେ ଲାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି । ପାରାଦୀପ ଠାରୁ ୧୯୦, ଦୀଘା ଠାରୁ ୨୦୦ କିମି ଦୂରରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବାଂଲାଦେଶ ଉପକୂଳ …

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମିଧିଲି’, ଓଡ଼ିଶାକୁ ନାହିଁ ବିପଦ Read More »

ଭୀଷଣ ବାତ୍ୟାର ରୂପ ନେଲା ‘ହାମୁନ’: ଉପକୂଳ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା ‘ହାମୁନ’ । ବଙ୍ଗୋପସାଗର ମଧ୍ୟରେ ନେଇ ବଳ ଗୋଟାଉଛି । ବର୍ତ୍ତମାନ ଏହା ପାରାଦୀପଠାରୁ ୨୦୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟା ଧରି ଏହା ଘଣ୍ଟାପ୍ରତି ୨୧ କିଲୋମିଟର ବେଗରେ ଗତି କରୁଛି । ଦୀଘା ଠାରୁ ୨୧୦ କିଲୋମିଟର ଓ ଖେପୁପଡ଼ା ଠାରୁ ୨୫୦ କିଲୋମିଟର ଦୂରରେ ରହିଛି । ବର୍ତ୍ତମାନ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା ହାମୁନ …

ଭୀଷଣ ବାତ୍ୟାର ରୂପ ନେଲା ‘ହାମୁନ’: ଉପକୂଳ ଓଡ଼ିଶାରେ ବର୍ଷା Read More »

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ: ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ସକ୍ରିୟ ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ଥିବା ଜଣାପଡିଛି । ବର୍ତ୍ତମାନ ପାରାଦୀପଠାରୁ ଏହା ୪୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆଗାମୀ ୧୮ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବାତ୍ୟା ବାଂଲାଦେଶ ଉପକୂଳ ମୁହାଁ ହେବାର ଆଶଙ୍କା କରାଯାଉଛି । ଓଡ଼ିଶାରେ ବାତ୍ୟାର ପ୍ରଭାବ କ୍ଷୀଣ ବଙ୍ଗୋପସାଗରରେ ଲଘୁଚାପ, ସମ୍ଭାବ୍ୟ ଅବପାତ ଓ …

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ: ଅଶାନ୍ତ ରହିବ ସମୁଦ୍ର Read More »

ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର: ଏଥର ଫିକା ପଡ଼ିପାରେ ଦଶହରା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇଛି ଲଘୁଚାପ । ବର୍ତ୍ତମାନ ପାରଦୀପଠାରୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ତେଣୁ ଆସନ୍ତା ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ ମଧ୍ୟ କରାଯାଇଛି । ଏପଟେ ଧରାପୃଷ୍ଠକୁ ଅବତରଣ କରିସାରିଛନ୍ତି ମା’ ଦୁର୍ଗା । ଦୁର୍ଗାପୂଜାକୁ …

ଅବପାତର ରୂପ ନେଲା ଲଘୁଚାପ Read More »

RSS
Follow by Email
Scroll to Top
Close Bitnami banner
Bitnami