ଝାରସୁଗୁଡାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଗୁଆ

ଭୁବନେଶ୍ୱର : ରାଜ୍ୟରେ ୭୦ଟି କେନ୍ଦ୍ରରେ ଚାଲିଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଥିଲା । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟର ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ବିଜେଡି ଆଗରେ ରହିଛି । ପୁରୀ ଓ ସତ୍ୟବାଦୀ ପରେ ଝାରସୁଗୁଡା ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ ରହିଛି । ଝାରସୁଗୁଡା ବିଧାନସଭା ଆସନରେ ବିଜେଡି ବିଧାୟକ ପ୍ରାର୍ଥୀ ଦୀପାଳି ଦାସ …

ଝାରସୁଗୁଡାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଗୁଆ Read More »