କେଜ୍‌ରିୱାଲଙ୍କୁ ଚତୁର୍ଥ ଥର ସମନ ଜାରି କଲା ଇଡି

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କୁ ପୁଣି ସମନ୍ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) । ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହିତ ଜଡ଼ିତ ‘ମନି ଲଣ୍ଡରିଙ୍ଗ୍‌’ ମାମଲାରେ ଆଜି ଚତୁର୍ଥ ଥର ପାଇଁ ଇଡ଼ି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କୁ ସମନ୍ ଜାରି କରିଛି । ଏହି ମାମଲାରେ ପଚରାଉଚରା ପାଇଁ ଇଡି ତାଙ୍କୁ ଚତୁର୍ଥ ଥର ପାଇଁ ସମନ ପଠାଇଛି । ଆସନ୍ତା ୧୮ରେ ତାଙ୍କୁ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ନୋଟିସ୍‌ରେ କୁହାଯାଇଛି । …

କେଜ୍‌ରିୱାଲଙ୍କୁ ଚତୁର୍ଥ ଥର ସମନ ଜାରି କଲା ଇଡି Read More »