କେଜ୍ରିୱାଲଙ୍କ ଗିରଫଦାରି ବୈଧ ବୋଲି କହିଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଲାଗିଛି ବଡ଼ ଝଟକା । ତାଙ୍କ ଗିରଫଦାରିକୁ ଚ୍ୟାଲେଞ୍ଜ କରି ସେ କରିଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି । ଅର୍ଥାତ୍ ଏବେ କେଜ୍ରିୱାଲଙ୍କୁ ଜେଲରେ ରହିବାକୁ ପଡ଼ିବ । ହାଇକୋର୍ଟ ଇଡିର ଗିରଫଦାରୀକୁ ବୈଧ ବୋଲି କହିଛନ୍ତି । ଇଡି କେଜ୍ରିୱାଲଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ରଖିଥିବା କହିଛନ୍ତି । ଆମ୍ ଆଦମୀ ପାର୍ଟି (ଆପ୍)ର ରାଷ୍ଟ୍ରୀୟ ସଂଯୋଜକଙ୍କ ଆବେଦନ ର ଶୁଣାଣି କରି ଜଷ୍ଟିସ୍ ସ୍ୱର୍ଣ୍ଣା …
କେଜ୍ରିୱାଲଙ୍କ ଗିରଫଦାରି ବୈଧ ବୋଲି କହିଲେ ଦିଲ୍ଲୀ ହାଇକୋର୍ଟ Read More »