ଆଇଫୋନ୍ ବିଷୟରେ ସୂଚନା ମାଗିଲା ଇଡି
ନୂଆଦିଲ୍ଲୀ: ଦିନକୁ ଦିନ ବଢିବାରେ ଲାଗିଛି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମସ୍ୟା । ଆଇଫୋନ୍ ବିଷୟରେ କେଜ୍ରିୱାଲଙ୍କୁ ସୂଚନା ମାଗିଲା ଇଡି । ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଙ୍କ ନ୍ୟାୟିକ ହେପାଜତରେ ଅଛନ୍ତି କେଜ୍ରିୱାଲ । ଏବେ ଫୋନ୍ ପାସୱାର୍ଡକୁ ନେଇ କେଜ୍ରିୱାଲଙ୍କ ସମସ୍ୟା ବଢ଼ିପାରେ ବୋଲି କୁହାଯାଉଛି । ଇଡି ଆପଲରୁ କିଛି ନିର୍ଦ୍ଦିଷ୍ଟ ସୂଚନା ମାଗିଛି । ତାଙ୍କ ବ୍ୟକ୍ତିଗତ କମ୍ପ୍ୟୁଟର କିମ୍ବା ଡେସ୍କଟପ୍କୁ ନେଇ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ବିରୋଧରେ ଇଡି ପାଖରେ …