ପୁଣି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ସମନ ପଠାଇଲା ଇଡ଼ି
ରାଞ୍ଚି: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ପୁଣି ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) । ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପୂର୍ବରୁ ୭ଥର ସମନ କରିଥିଲା ଇଡ଼ି । ଏବେ ପୁଣି ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ତାଙ୍କୁ ନୂଆ ଡେଡ୍ଲାଇନ ଦିଆଯାଇଛି । ଅସନ୍ତା ଜାନୁଆରୀ ୧୬ରୁ ୨୦ ଭିତରେ ହାଜର ହେବାକୁ କୁହାଯାଇଛି । ଯଦି ସେ ହାଜର ନ ହୁଅନ୍ତି ତେବେ ଇଡିର ଅଧିକାରୀମାନେ ତାଙ୍କ ପାଖରେ …