ଅନୁକମ୍ପାମୂଳକ ନିଯୁକ୍ତିରୁ ବଞ୍ଚିତ ହେବେନି ବିବାହିତା ଝିଅ

ନୂଆଦିଲ୍ଲୀ : ଯଦି କୌଣସି କର୍ମଚାରୀଙ୍କ ମୃତ୍ୟୁ ଘଟେ, ତେବେ ତାଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିଥାଏ । ହେଲେ ଏବେ ଆଉ ନିଯୁକ୍ତିରୁ ବଂଚିତ ହେବେନି ମୃତ କର୍ମଚାରୀଙ୍କ ବିବାହିତା ଝିଅ । ବିବାହ ପରେ ବି ଝିଅଙ୍କୁ ମିଳିବ ଅନୁକମ୍ପା ମୂଳକ ନିଯୁକ୍ତି । ଏନେଇ ବଡ଼ ରାୟ ଶୁଣାଇଛନ୍ତି ହାଇକୋର୍ଟ । ଅନୁକମ୍ପାମୂଳକ ନିଯୁକ୍ତି କ୍ଷେତ୍ରରେ ନିର୍ଭରଶୀଳତାକୁ ମାନଦଣ୍ଡ ଭାବେ ଗ୍ରହଣ କରାଯିବା ଉଚିତ । ନିର୍ଭରଶୀଳ ବ୍ୟକ୍ତିଙ୍କ ବୈବାହିକ …

ଅନୁକମ୍ପାମୂଳକ ନିଯୁକ୍ତିରୁ ବଞ୍ଚିତ ହେବେନି ବିବାହିତା ଝିଅ Read More »