ବର୍ଷାରେ ଭିଜିଲା ରାଜଧାନୀ ଭୁବନେଶ୍ଵର, ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର : ଆଜି ବି ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ୟ ବର୍ଷାର ଦେଖାଦର୍ଶନ ନାହିଁ । ଏହାରି ଭିତରେ ବର୍ଷାରେ ଭିଜିଛି ରାଜଧାନୀ ଭୁବନେଶ୍ୱର। ଆଉ ରାଜଧାନୀବାସୀଙ୍କୁ ମିଳିଛି ଅସମ୍ଭାଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି। ପବନ ବର୍ଷା ଯୋଗୁ ରାଜଧାନୀର କେତେକ ସ୍ଥାନରେ ରାସ୍ତାରେ ଗଛ ଉପୁଡ଼ି ପଡ଼ିଛି। ଘନଘନ ବିଜୁଳି ମାରୁଥିବାରୁ ଲୋକମାନେ ରାସ୍ତାରେ ଯିବାକୁ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ଆଜି ସକାଳେ ରାଜଧାନୀ ଭୁବନେଶ୍ୱରରେ ଅସମ୍ଭାଳ …

ବର୍ଷାରେ ଭିଜିଲା ରାଜଧାନୀ ଭୁବନେଶ୍ଵର, ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି Read More »