ତିନିଥର ମହାକାଶକୁ ଯାଇ ଇତିହାସ ରଚିଲେ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ: ପୁଣିଥରେ ମହାକାଶକୁ ଯାତ୍ରା କରି ଇତିହାସ ସୃଷ୍ଟି କରିଛନ୍ତି ଭାରତୀୟ ବଂଶୋଦ୍ଭବ ସୁନିତା ୱିଲିୟମ୍ସ । ଆମେରିକୀୟ ମହାକାଶ ସଂସ୍ଥା ନାସା ପକ୍ଷରୁ ଅନ୍ତରୀକ୍ଷ ଅଭିମୁଖେ ଉଡ଼ାଣ ଭରିଛନ୍ତି ସୁନୀତା । କୌଣସି ମହାକାଶ ଯାନର ପ୍ରଥମ ଅଭିଯାନରେ ମହାକାଶକୁ ଯାଇଥିବା ସେ ହେଉଛନ୍ତି ପ୍ରଥମ ମହିଳା । ଅନ୍ତରୀକ୍ଷ ଅଭିମୁଖେ ଉଡ଼ାଣ ଭରିଛନ୍ତି ସୁନୀତା ସୁନିତା ବୁଧବାର ୮ଟା ୨୨ରେ ଫ୍ଲୋରିଡାର କେପ୍ କାନଭେରଲା ସ୍ପେସ୍ ଫୋର୍ସ ଷ୍ଟେସନର ୪୧ ନଂ ଲଞ୍ଚପ୍ୟାଡ୍‌ରୁ ବୋଇଂ …

ତିନିଥର ମହାକାଶକୁ ଯାଇ ଇତିହାସ ରଚିଲେ ସୁନିତା ୱିଲିୟମ୍ସ Read More »