ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ନେଇ ପ୍ରତି ପରିବାରକୁ ପଠାଯିବ ନିମନ୍ତ୍ରଣ
ନୂଆଦିଲ୍ଲୀ: ଆସନ୍ତା ଜାନୁୟାରୀ ୨୨ ତାରିଖରେ ପ୍ରତିଷ୍ଠା ହେବ ରାମ ମନ୍ଦିର । ଏହି ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବା ପାଇଁ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଦୀ ଆଦିତ୍ୟନାଥଙ୍କୁ ନିମନ୍ତ୍ରଣ ପତ୍ର ଦିଆଯାଇଛି । ଏବେ ଆଉ ୧୦ କୋଟି ପରିବାରଙ୍କୁ ଏହି ନିମନ୍ତ୍ରଣ ପତ୍ର ପଠାଯିବାର ଯୋଜନା ରହିଛି । ଏନେଇ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚପି)ର କେନ୍ଦ୍ରୀୟ କାର୍ଯ୍ୟନିର୍ବାହୀ ସଭାପତି ଆଲୋକ କୁମାର ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା …
ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ନେଇ ପ୍ରତି ପରିବାରକୁ ପଠାଯିବ ନିମନ୍ତ୍ରଣ Read More »