ବିଶ୍ୱକପରେ ଭାରତର କ୍ରମାଗତ ଷଷ୍ଠ ବିଜୟ, ୧୦୦ ରନରେ ହାରିଲା ଇଂଲଣ୍ଡ

ଲକ୍ଷ୍ନୌ : ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକନା ଷ୍ଟାଡିୟମଠାରେ ଖେଳାଯାଉଥିବା ବିଶ୍ୱକପର ଏକ ମ୍ୟାଚରେ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହି ବିଜୟ ସହ ଭାରତ ଚଳିତ ବିଶ୍ୱକପରେ ନିଜର ଜୟଯାତ୍ରା ଜାରି ରଖିଛି । ସେହିପରି ଇଂଲଣ୍ଡ କ୍ରମାଗତ ୪ର୍ଥ ପରାଜୟ ବରଣ କରିଛି । ଭାରତ ୬ଟି ମ୍ୟାଚରେ ବିଜୟ ସହ ୧୨ ପଏଣ୍ଟ ପାଇଁ ପଏଣ୍ଟଟେବୁଲର ଶୀର୍ଷରେ ପହଞ୍ଚିଛି । ଏହା ସହିତ …

ବିଶ୍ୱକପରେ ଭାରତର କ୍ରମାଗତ ଷଷ୍ଠ ବିଜୟ, ୧୦୦ ରନରେ ହାରିଲା ଇଂଲଣ୍ଡ Read More »