ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ଲଢ଼ନ୍ତି ନର୍ଗିସ
ନୂଆଦିଲ୍ଲୀ: ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର । ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ଲଢ଼ୁଥିବାରୁ ତାଙ୍କୁ ମିଳିଛି ୨୦୨୩ ମସିହାର ଏହି ନୋବେଲ ଶାନ୍ତି ପୁରସ୍କାର । ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବିରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରନ୍ତି ନର୍ଗିସ । ଏଥିଲାଗି ତାଙ୍କୁ ୨୦୨୩ ମସିହାରେ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରିବାକୁ ନରୱେ ନୋବେଲ କମିଟି ନିଷ୍ପତ୍ତି …
ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ଲଢ଼ନ୍ତି ନର୍ଗିସ Read More »