ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ବିଳମ୍ବହେଲା ମହାପ୍ରଭୁଙ୍କ ନୀତି
ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ । ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି । ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା । ଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି । ଗତକାଲି ରାତି ସମୟରେ ପୂଜାପଣ୍ଡା ଏବଂ ସିଙ୍ଗାରୀ ସେବାୟତଙ୍କ ଭିତରେ ବିବାଦ ହୋଇଥିଲା । ଫଳରେ ମହାପ୍ରଭୁଙ୍କ ବିବାହ ପାଇଁ ଆବଶ୍ୟକ ନୀତି ହୋଇପାରିନଥିଲା । ଆଜି …
ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ବିଳମ୍ବହେଲା ମହାପ୍ରଭୁଙ୍କ ନୀତି Read More »