ଚମତ୍କାର କଲେ ଭାରତୀୟ ବୋଲର

ମାତ୍ର ୧୨୦ ରନ କରିବା ପାଇଁ ସକ୍ଷମ ହୋଇଥିଲେ ଭାରତୀୟ ବ୍ୟାଟର। ସମ୍ମୁଖରେ ଥିଲା ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ। ଚାପ ସ୍ଥିତିରେ ଚମତ୍କାର ବୋଲିଂ କଲେ ଭାରତୀୟ ପେସ୍‌ ବାହିନୀ। ଏହାର ନେତୃତ୍ୱ ନେଲେ ଯଶପ୍ରୀତ୍‌ ବୁମ୍‌ରା। ଫଳରେ ଏକଦା ୨ ଉଇକେଟରେ ୭୩ ରନକରି ବିଜୟ ସ୍ଥିତିରେ ଥିବା ପାକିସ୍ତାନକୁ ୨୦ ଓଭରରେ ୧୧୩/୭ରେ ସୀମିତ ରଖି ଟି୨୦ ବିଶ୍ୱକପରେ ଅବିଶ୍ୱସନୀୟ ବିଜୟ ହାସଲ କରିଛି ଟିମ୍‌ ଇଣ୍ଡିଆ। ନ୍ୟୁୟର୍କର ନାସାଉ କାଉଣ୍ଟି ଗ୍ରାଉଣ୍ଡରେ ଉଡ଼ିଲା …

ଚମତ୍କାର କଲେ ଭାରତୀୟ ବୋଲର Read More »