କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା। ଟ୍ରାକରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ ସହ ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍ । ଏହି ଦୁର୍ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ ଜଣ ଆହତ ହୋଇଥିବାନେଇ ସୂଚନା ରହିଛି । ସୂଚନା ଅନୁସାରେ, ଏହି ଦୁର୍ଘଟଣା ସକାଳ ୯:୩୦ ସମୟରେ ଘଟିଛି। ଟ୍ରେନ୍ ନମ୍ବର ୧୩୧୭୪ କାଞ୍ଚନଜଙ୍ଗା ଏକ୍ସପ୍ରେସ ଏକ ମାଲବାହୀ ଟ୍ରେନ୍ ସହିତ ଧକ୍କା ହୋଇଥିଲା । ଟ୍ରେନଟି …

କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ Read More »