ବାଲିଗୁଡାରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭୁବନେଶ୍ୱର: କନ୍ଧମାଳ ଜିଲା ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ସେ କନ୍ଧମାଳ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ବାଲିଗୁଡା ବିଧାନସଭା ପ୍ରାର୍ଥୀ ଚକ୍ରମଣି କହଁରଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି । ବିରୋଧୀ ଦଳଙ୍କୁ ସିଧା ସଳଖ ଟାର୍ଗେଟ କରି ସେ କହିଲେ ଯେ ଏଭଳି ଜନସମାବେଶ ଦେଖି ବିରୋଧୀ ଦଳର …

 ବାଲିଗୁଡାରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର Read More »