kartik pandian targets bjp

ବିଜେପିର ନୀତି ପାଇଁ ମା’ମାନେ କାନ୍ଦୁଛନ୍ତି

ଭୁବନେଶ୍ୱର: ୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା ମଧ୍ୟ କରିଛନ୍ତି । ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ । ବାହାରୁ ନେତା, କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ କରି ଗାଳି ଗୁଲଜ ବି କରୁଛନ୍ତି । ଯାହାକୁ ଓଡ଼ିଶା ବାସୀ ପସନ୍ଦ କରୁନାହାନ୍ତି । ମିଶନ ଶକ୍ତି …

ବିଜେପିର ନୀତି ପାଇଁ ମା’ମାନେ କାନ୍ଦୁଛନ୍ତି Read More »

 କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନବାଣରେ ଘାଇଲା କଲେ ପାଣ୍ଡିଆନ

ସମ୍ବଲପୁର: ସମ୍ବଲପୁରରେ କେନ୍ଦ୍ରମନ୍ତୀଙ୍କୁ ସମାଲୋଚନା କଲେ ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ସମ୍ବଲପୁରରୁ ବିଜେପି ପ୍ରାର୍ଥୀ ହୋଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପଚାରିଛନ୍ତି ଏକାଧିକ ପ୍ରଶ୍ନ । କହିଥିଲେ, ଏ ଅଂଚଳର ଭାଷା, କଳା ଓ ସଂସ୍କୃତି ଲାଗି ସମ୍ବଲପୁର ପାଇଛି ସ୍ୱତନ୍ତ୍ର ପରିଚୟ । ସମ୍ବଲପୁରୀ କୋଶଳୀ ଭାଷାକୁ ସମ୍ବିଧାନର ଅଷ୍ଠମ ଅନୁଚ୍ଛେଦରେ ସାମିଲ ଲାଗି ଲଗାତର ୫ ଥର ଧରି ପ୍ରସ୍ତାବ ପଠାଇଥିଲେ ମୁଖ୍ୟମନ୍ତ୍ରୀ । ହେଲେ କେନ୍ଦ୍ର କିଛି କଲେ ନାହିଁ …

 କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନବାଣରେ ଘାଇଲା କଲେ ପାଣ୍ଡିଆନ Read More »

RSS
Follow by Email
Scroll to Top
Close Bitnami banner
Bitnami