୨ରେ ତିହାର ଜେଲ ପ୍ରଶାସନ ନିକଟରେ ଆତ୍ମସମର୍ପଣ କରିବେ କେଜ୍ରିୱାଲ୍‌

ନୂଆଦିଲ୍ଲୀ: ମଦନୀତି ଦୁର୍ନୀତି ମାମଲାରେ ଅନ୍ତରୀଣ ଜାମିନରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପୁଣି ଜେଲ ଯିବେ । ସୁପ୍ରିମ୍ କୋର୍ଟଙ୍କ ରାୟ ଅନୁଯାୟୀ ୨ ଜୁନ୍ ୨୦୨୪ରେ ତାଙ୍କୁ ତିହାର ଜେଲ୍ ପ୍ରଶାସନ ନିକଟରେ ଆତ୍ମସମର୍ପଣ କରିବାକୁ ପଡ଼ିବ । ଏହାପୂର୍ବରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଜନସାଧାରଣଙ୍କୁ ଭେଟିଥିଲେ । ସେ କହିଛନ୍ତି ଯେ ଦେଶକୁ ଏକଛତ୍ରବାଦରୁ ରକ୍ଷା କରିବା ପାଇଁ ମୁଁ ଜେଲ ଯାଉଛି । ଏଥିପାଇଁ ମୁଁ ଗର୍ବିତ । ମୁଁ …

୨ରେ ତିହାର ଜେଲ ପ୍ରଶାସନ ନିକଟରେ ଆତ୍ମସମର୍ପଣ କରିବେ କେଜ୍ରିୱାଲ୍‌ Read More »