କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଇଡିଙ୍କୁ ଅନେକ ପ୍ରଶ୍ନ ପଚାରିଥିଲେ । କେଜ୍‌ରିୱାଲଙ୍କୁ ଗିରଫ କରିବା ପାଇଁ ଦୁଇ ବର୍ଷ କାହିଁକି ଲାଗିଲା ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି । ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାର ଅନୁସନ୍ଧାନରେ ଇଡି ନେଇଥିବା ସମୟ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି । ୧୦୦ କୋଟି ଟଙ୍କା ଅପରାଧର ଆୟ ସୁପ୍ରିମକୋର୍ଟ …

 କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ Read More »