କ୍ରିଷ୍ଟିନା ପାଇସ୍କୋଭାଙ୍କୁ ମିସ୍ ୱାର୍ଲ୍ଡ ମୁକୁଟ

ମୁମ୍ବାଇ: ୭୧ ତମ ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି ଚେକ୍ ରିପବ୍ଲିକର କ୍ରିଷ୍ଟାଇନା ପାଇସକୋଭା । ଶନିବାର ମୁମ୍ବାଇରେ ଥିବା ଜିଓ ୱାର୍ଲ୍ଡ କନଭେନସନ୍ ସେଣ୍ଟରରେ ଏହାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଯାଇଛି । ଗତ ବର୍ଷର ବିଜେତା ପୋଲାଣ୍ଡର ମିସ୍ ୱାର୍ଲ୍ଡ ୨୦୨୨ କରୋଲିନା ବିଏଲାଭସ୍କା ଚଳିତ ବର୍ଷର ୨୪ ବର୍ଷୀୟ କ୍ରିଷ୍ଟାଇନାଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବେ ମୁକୁଟ ପିନ୍ଧାଇଥିଲେ । ଏହି ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଲେବାନନ୍‌ର ୟାସ୍ମିନା ଜାଏତୁନ୍ ପ୍ରଥମ ରନର୍ସ ଅପ୍ ହୋଇଛନ୍ତି …

କ୍ରିଷ୍ଟିନା ପାଇସ୍କୋଭାଙ୍କୁ ମିସ୍ ୱାର୍ଲ୍ଡ ମୁକୁଟ Read More »